Posted inଜାତୀୟ

ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୧୧ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ, ୩୯୬ ମୃତ

ନୂଆଦିଲ୍ଲୀ,୧୨।୬ : ମହାମାରୀ କରୋନା ଶୁକ୍ରବାର ଭାରତରେ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୭ ହଜାର ୫୩୫ ହୋଇଛି । ସେହପରି ୨୪ ଘଣ୍ଟାରେ ଦେଶରେ ୩୯୬ଜଣଙ୍କ ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୨ ଲକ୍ଷ ୯୭ ହଜାର ୫୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୪୭ ହଜାର ୧୯୫ ଜଣ ସୁସ୍ଥ ହୋଇଥିବା ବେଳେ ୮ହଜାର ୪୯୮ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ଦେଶରେ ୧ ଲକ୍ଷ ୪୧ ହଜାର ୮୪୨ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ୩ ହଜାର ୫୯୦ ଲୋକଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୯୭ ହଜାର ୬୪୮ରେ ପହଞ୍ଚିଛି। ରାଜଧାନୀ ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୧୮୦୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋିଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪ oହଜାର ୬୮୭ ହୋଇଛି। ସେଥିମଧ୍ୟରୁ ୧୦୮୫ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ରାଘବ ଚଢାଙ୍କୁ ପୁଣି ଆଉ ଏକ ଝଟ୍‌କା, ପଞ୍ଜାବ ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୪: ଆମ ଆଦମୀ ପାର୍ଟି ନେତା ଏବଂ ରାଜ୍ୟ ସଭାର ଉପନେତା ଅଶୋକ ମିତ୍ତଲଙ୍କ ଘର ଏବଂ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଚଢାଉ ମଧ୍ୟରେ, ପଞ୍ଜାବ…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…

ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri