Posted inଖେଳ

ରେକର୍ଡ ଭାଙ୍ଗିଲେ ହର୍ମିଲାନ

ଭୁବନେଶ୍ୱର, ୨୯।୨(କ୍ରୀଡ଼ା ପ୍ରତିନିଧି)-ପଞ୍ଜାବୀ ବିଶ୍ୱବିଦ୍ୟାଳୟର ହର୍ମିଲାନ ବେନ୍ସ ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ମହିଳା ୧୫୦୦ ମିଟରରେ ନୂଆ ରେକର୍ଡର ଅଧିକାରିଣୀ ହୋଇଛନ୍ତି। ଶୁକ୍ରବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ରେସ୍‌ରେ ସେ ୪:୧୬.୬୮ ସେକେଣ୍ଡ ସମୟ ନେଇ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ରେକର୍ଡ ଭାଙ୍ଗିଛନ୍ତି। ପୂର୍ବରୁ ଏହି ରେକର୍ଡ କାଲିକଟ ବିଶ୍ୱବିଦ୍ୟାଳୟର ପି.ୟୁ. ଚିତ୍ରା(୪:୨୪.୮୭ ସେକେଣ୍ଡ)ଙ୍କ ନାମରେ ଥିଲା। ଏହି ଇଭେଣ୍ଟରେ ସାବିତ୍ରୀବେନ ଫୁଲେ ପୁଣେ ବିଶ୍ୱବିଦ୍ୟାଳୟର ଦୁର୍ଗା ପ୍ରମୋଦ ଦେଓରେ(୪:୨୪.୨୬) ରୌପ୍ୟ ଓ ଏମଜେପି ରୋହିଖଣ୍ଡ ବିଶ୍ୱବିଦ୍ୟାଳୟର ଉଜାଲା(୪:୨୬.୪୦) ବ୍ରୋଞ୍ଜ ପଦକ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri