Posted inଖେଳ

ରେକର୍ଡଠାରୁ ଗୋଟିଏ ଛକା ଦୂରରେ ରୋହିତ

ନୂଆଦିଲ୍ଲୀ,୪ା୧୨- ଭାରତୀୟ ଓପନର ରୋହିତ ଶର୍ମା ପ୍ରଥମ ଭାରତୀୟ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୪୦୦ ଛକା ମାରିଥିବା ବ୍ୟାଟ୍ସମ୍ୟାନ ହେବାକୁ ଯାଉଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବା ଲାଗି ତାଙ୍କୁ କେବଳ ଗୋଟିଏ ଛକା ଦରକାର। ସେ ବିଶ୍ୱର ୩ୟ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୪୦୦ ଛକା ମାରିଥିବା କ୍ଲବରେ ସାମିଲ ହେବେ। ଏହି ତାଲିକାରେ ଓ୍ବେଷ୍ଟଇଣ୍ଡିଜ ଓପନର କ୍ରିସ ଗେଲ ୫୩୪ ଛକା ସହ ଶୀର୍ଷରେ ଅଛନ୍ତି। ତାଙ୍କ ପଛକୁ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦୀ (୪୭୬) ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଆସନ୍ତା ୬ ତାରିଖରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଟି୨୦ ଖେଳାଯିବ। ହୁଏତ ଏହି ମ୍ୟାଚ୍‌ରେ ରୋହିତ ୪୦୦ ଛକା ଲଗାଇବାର ମାଇଲଷ୍ଟୋନ ସ୍ପର୍ଶ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri