ରେଡକ୍ରସ ରିଲିଫ ପାଣ୍ଠିକୁ ସଞ୍ଚିତ ଅର୍ଥ ଦେଲେ ଛାତ୍ରୀ

ବୌଦ୍ଧ, ୧୪ା୪(ସ୍ବ.ପ୍ର): କରୋନା ମହାମାରୀର ମୁକାବିଲା ପାଇଁ ମଙ୍ଗଳବାର ବୌଦ୍ଧ ଶିଶୁ ବିଦ୍ୟାମନ୍ଦିରର ପଞ୍ଚମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ସ୍ମୃୁତି ଆରାଧନା ବେହେରା ନିଜ ସଞ୍ଚିତ ଅର୍ଥରୁ ରାଜ୍ୟ ରେଡକ୍ରସ ରିଲିଫ ପାଣ୍ଠିକୁ ୧୨ହଜାର ଟଙ୍କା ଆର୍ଥକ ସହାୟତା ପ୍ରଦାନ କରିଛନ୍ତି। ଏହି ଅର୍ଥ ସେ ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କୁ ପ୍ରଦାନ କରିଥିଲେ। ଉକ୍ତ ଅର୍ଥ ରାଶି ପ୍ରଦାନ ସମୟରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଧରଣୀଧର ପରିଡା ଓ ଛାତ୍ର୍‌ଙ୍କ ପିତା ପ୍ରଦୀପ କୁମାର ବେହେରା ଉପସ୍ଥିତ ଥିଲେ। ବୌଦ୍ଧ ସହର ନୂଆସାହିର ଛାତ୍ରୀଙ୍କ ବାପା ଜଣେ ବ୍ୟବସାୟୀ ହୋଇଥିବାଥିବା ବେଳେ ମା ଶିକ୍ଷୟିତ୍ରୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…

ସମସ୍ୟା ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ…

ଗାଁରେ ପଶିଲା ସମୁଦ୍ର ଜୁଆର: ଅପହଞ୍ଚ ସାନ୍ତାଳୀ ଗାଁ ପାଣିଖିଆରେ ଦୁଇଟି ଘାଇ

ମହାକାଳପଡ଼ା, ୨୪।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅର୍ଣ୍ଣବର ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ି ଆସି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?