ରେନ୍‌ବୋ ଫ୍ୟାଶନ

କଲରଫୁଲ୍‌ ଗେଟ୍‌ଅପ୍‌ ଯୁବପିଢିଙ୍କର ସବୁବେଳେ ପସନ୍ଦ। ଏମିତିରେ କିଛିଦିନ ହେବ ସପ୍ତରଙ୍ଗୀ ବା ରେନ୍‌ବୋ କଲର ଆଉଟଫିଟ୍‌ କଲେକ୍ସନ୍‌ ସେମାନଙ୍କ ଲାଗି ଲାଟେଷ୍ଟ ଫ୍ୟାଶନ୍‌ ଷ୍ଟେଟ୍‌ମେଣ୍ଟ ପାଲଟିଛି…ବର୍ତ୍ତମାନ ଉଭୟ ଯୁବତୀଯୁବକ ରେନ୍‌ବୋ କଲର ଡ୍ରେସ୍‌ ପିନ୍ଧୁଥିବା ଦେଖିବାକୁ ମିଳୁଛି। ଯୁବକମାନେ କାଜୁଆଲ୍‌ ଏବଂ ଟ୍ରେଣ୍ଡି ଲୁକ୍‌ ପାଇଁ ଜିନ୍ସ ସହିତ ରେନ୍‌ବୋ ଶାର୍ଟ ପିନ୍ଧୁଛନ୍ତି। – ସେହିପରି ଯୁବତୀମାନେ ଆଇକ୍ୟାଚି ଲୁକ୍‌ ପାଇଁ ବ୍ଲାକ୍‌, ହ୍ବାଇଟ୍‌, ୟେଲୋ ଭଳି ପ୍ଲେନ୍‌ କଲର କୁର୍ତ୍ତୀ ବା ଡ୍ରେସ୍‌ ସହିତ ରେନ୍‌ବୋ ଦୁପଟା ଏବଂ ଷ୍ଟୋଲ୍‌ ଅଧିକ ପସନ୍ଦ କରୁଥିବା ଦେଖିବାକୁ ମିଳୁଛି।

ଡିଜାଇନର୍‌ ସିଙ୍ଗ୍‌ଲ କଲର ଟପ୍ସ ସହିତ ରେନ୍‌ବୋ ସ୍କର୍ଟ ବର୍ତ୍ତମାନ ଖୁବ୍‌ ଡିମାଣ୍ଡରେ ଅଛି। ବିଶେଷ କରି ଲଙ୍ଗ୍‌ ଅମ୍ବ୍ରେଲା ରେନ୍‌ବୋ ସ୍କଟ୍‌ ନା କେବଳ ଦେଖିବାକୁ ଆକର୍ଷଣୀୟ ଲାଗୁଛି ବରଂ ଯେକୌଣସି କଲରର ଟପ୍ସ ସହିତ ଏହାକୁ ପେୟାର କଲେ ଫ୍ୟାଶନେବଲ୍‌ ଲାଗୁଛି।
ସେହିପରି ଡିଜାଇନର ରେନ୍‌ବୋ ଟପ୍ସ, କୁର୍ତ୍ତୀ, ଲଙ୍ଗ୍‌ ଗାଉନ୍‌, କ୍ୟାପ୍‌ ଏବଂ ଶାଢିକୁ ମଧ୍ୟ ଅନେକେ ବ୍ୟବହାର କରୁଛନ୍ତି।
କେବଳ ଡ୍ରେସ୍‌ ନୁହେଁ ବର୍ତ୍ତମାନ ରେନ୍‌ବୋ କଲର ଆସେସରିଜ୍‌ ବି ଫ୍ୟାଶନ୍‌ ଟ୍ରେଣ୍ଡ ପାଲଟିଛି। ଏଭଳି କଲର ବ୍ୟାଣ୍ଡ ଥିବା ରିଷ୍ଟଓ୍ବାଚ୍‌ ହେଉ କିମ୍ବା ବ୍ରେସ୍‌ଲେଟ୍‌ ୟୁନିସେକ୍ସ ଷ୍ଟାଇଲ୍‌ ହୋଇଛି।
ସେହିପରି ଯୁବତୀମାନେ ରେନ୍‌ବୋ କଲରର ଇୟରିଂ ହୁପ୍ସ, ନେକ୍‌ଲେସ୍‌, ଚୁଡ଼ି, ବ୍ୟାଗ୍‌, କ୍ଲଚ୍‌ ଏବଂ ଜୋତା ଆଦି ବ୍ୟବହାର କରୁଥିବା ମଧ୍ୟ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri