Posted inଜାତୀୟ

ରେଲଓ୍ବେ ଟିକେଟରେ ମୋଦିଙ୍କ ଫଟୋ:୨ ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୧୬।୪: ନିର୍ବାଚନ ପ୍ରଚାରକୁ ନେଇ ନିର୍ବାଚନ ଆୟୋଗ କଠୋର ହେଉଥିବା ବେଳେ ସୋମବାର କେତେଜଣ ନେତାଙ୍କ ପ୍ରଚାର ଉପରେ କଟକଣା ଲଗାଇଛନ୍ତି। ଇତିମଧ୍ୟରେ ଭାରତୀୟ ରେଳ ବିଭାଗର ଟିକେଟରେ ଦେଖିବାକୁ ମିଳିଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ। ଏହାପରେ ରେଲଓ୍ବେର ୨ ଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ନିର୍ବାଚନ ଆୟୋଗ ରେଳ ବିଭାଗକୁ ଏ ସମ୍ପର୍କରେ ନୋଟିସ୍‌ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ମମତା ପଶ୍ଚିମବଙ୍ଗରେ ପ୍ରଦାନ କରିଥିଲେ ୧.୬୯ କୋଟି SC-ST-OBC ପ୍ରମାଣପତ୍ର, କଡ଼ା ଯାଞ୍ଚ ନିର୍ଦ୍ଦେଶ ଦେଲେ ଶୁଭେନ୍ଦୁ ସରକାର

କୋଲକାତା,୧୬ା୫: ୨୦୧୧ରୁ ଜାରି ହୋଇଥିବା ସମସ୍ତ ୧.୬୯ କୋଟି SC-ST-OBC ବର୍ଗ ପ୍ରମାଣପତ୍ରକୁ ପୁନଃ ଯାଞ୍ଚ କରିବାକୁ ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ଜିଲା ମାଜିଷ୍ଟ୍ରେଟ୍‌ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…

ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ

ନୂଆଦିଲ୍ଲୀ,୧୬।୫: ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଆଜମ ଖାନଙ୍କୁ କୋର୍ଟରେ ଏକ ବଡ଼ ଝଟକା ଲାଗିଛି। ୨୦୧୯ ଲୋକ ସଭା ନିର୍ବାଚନ ସମୟରେ ଦେଇଥିବା ଏକ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri