ରେଲ୍‌ଓ୍ବେ ହେଲ୍ପଲାଇନ୍‌ରେ ୩୧୦ ଅଭିଯୋଗର ସମାଧାନ

ଭୁବନେଶ୍ୱର, ୮।୯(ବ୍ୟୁରୋ): ରେଲ୍‌ଓ୍ବେ ହେଲ୍ପଲାଇନ ନମ୍ବର-୧୮୨ରେ ଚଳିତ ବର୍ଷ ୩୧୦ ଅଭିଯୋଗର ସମାଧାନ ହୋଇଛି। ଅଭିଯୋଗ ଆଧାରରେ ୨୩୭ ଜିନିଷପତ୍ର ଓ ମନିପର୍ସ, ୯୬ ମୋବାଇଲ ଫୋନ୍‌, ୩୧ ଲ୍ୟାପଟପ ଓ ୨୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଯାତ୍ରୀଙ୍କୁ ଫେରାଯାଇଛି। ଏ ସମ୍ପର୍କରେ ପୂର୍ବତଟ ରେଳପଥ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ମିଳିଛି। ସୂଚନାଯୋଗ୍ୟ, ରେଳଯାତ୍ରା କରୁଥିବା ସମୟରେ କୌଣସି ପ୍ରକାର ସମସ୍ୟାରେ ପଡ଼ିଲେ ୧୮୨କୁ ଫୋନ କରି ସାହାଯ୍ୟ ମାଗିବାକୁ ରେଳପଥ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ…

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri