ରେଳ ଧାରଣାରୁ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ,୭ା୧୦(ଡି.ଏନ୍‌.ଏ.)- ସରକାରୀ ରେଳବାଇ ପୋଲିସ (ଜିଆର୍‌ପି) ରେଳଧାରଣାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତଦେହଟି ଜଗନ୍ନାଥପୁର ରେଳ ଷ୍ଟେସନ ନିକଟରୁ ଉଦ୍ଧାର ହୋଇଥିବା ପୋଲିସ କହିଛି। ତାଙ୍କ ପରିଚୟ ମିଳି ନ ଥିବାବେଳେ ବୟସ ଆନୁମାନିକ ୫୫ବର୍ଷ ହେବ। ପୋଲିସ ମୃତଦେହ ଜବତ କରି ନଂ.୫୫/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁକରିଛି। ସମ୍ପୃକ୍ତ ବ୍ୟକ୍ତି ଜଣକ ରେଳଧାରଣରେ ଶୋଇ ଆତ୍ମହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ମୃତଦେହଟି ଚିହ୍ନଟ ପାଇଁ ସଂରକ୍ଷଣ ଗୃହରେ ରଖାଯାଇଥିବା ଥାନା ଅଧିକାରୀ ସୁକାନ୍ତ ଭୋଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri