ରେଳ ଯାତ୍ରୀଙ୍କ ସମସ୍ୟା ସମାଧାନ କରିବ ୧୮୨ ଟୋଲ୍‌ ଫ୍ରି ନଂ

କେନ୍ଦୁଝର,୫।୯:(ସ୍ବ.ପ୍ର.):କେନ୍ଦୁଝର ରେଳବାଇ ସୁରକ୍ଷା ବଳ ପକ୍ଷରୁ ଯାତ୍ରୀ ଜନଜାଗରଣ କାର୍ଯ୍ୟକ୍ରମ ଗୁରୁବାର କେନ୍ଦୁଝର ରେଳଷ୍ଟେଶନଠାରେ ଅନୁଷ୍ଠିତ ହୋଇଯାଇଛି। ଆରପିଏଫ ଅମରେଶ ବେହେରାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଯାତ୍ରୀମାନେ ବିଭିନ୍ନ ସମସ୍ୟାର ସମାଧାନ କିପରି କରିବେ ଏବଂ ପୋଲିସର ସହାୟତା କେମିତି ନେଇପାରିବେ ସେ ବିଷୟରେ ଆଲୋଚନା କରାଯାଇଥିଲା। ଏହି ଅବସରରେ ରେଳବାଇ ପୋଲିସର ଟୋଲ ଫ୍ରି ନମ୍ବର ୧୮୨ ବିଷୟରେ ଅବଗତ କରାଇଥିଲେ। ଚୋରି ବା ଅନ୍ୟ କୌଣସି ସମସ୍ୟା ହେଲେ ଏହି ନମ୍ବରରେ ଯୋଗାଯୋଗ କରିବାକୁ ଯାତ୍ରୀମାନଙ୍କୁ ପରାମର୍ଶ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri