Posted inଫୁରସତ

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର: ଦୂର ହେବ ଖାଦ୍ୟ ସମସ୍ୟା

ଅଧିକାଂଶ ଲୋକଙ୍କୁ ଦୂର ସ୍ଥାନକୁ ଯାତ୍ରା କରିବା ପସନ୍ଦ ଆସିଥାଏ। ଏହି ଯାତ୍ରା ଟ୍ରେନ୍‌ ଯୋଗେ କରିବାକୁ ବି ବହୁ ଲୋକ ପସନ୍ଦ କରିଥାନ୍ତି। ତେବେ ଯଦି ଯାତ୍ରା ଅଧିକ ଲମ୍ବା ହୋଇଥାଏ ତେବେ ଖାଦ୍ୟପେୟକୁ ନେଇ ଚିନ୍ତାରେ ପଡ଼ିଥାନ୍ତି ଯାତ୍ରୀ। ସେହି ସମୟରେ ଆମ ପାଖରେ ଅନ୍ୟ କୌଣସି ବିକଳ୍ପ ନ ଥିବାରୁ କ୍ୟାଣ୍ଟିନ୍‌ବାଲା ଯାହା ଦେଇଥାନ୍ତି ତାହା ଖାଇବାକୁ ପଡ଼ିଥାଏ। ମାତ୍ର ରେଳଯାତ୍ରୀଙ୍କ ଏହି ସମସ୍ୟା ଏବେ ଦୂର ହେବାକୁ ଯାଉଛି।
ଭାରତୀୟ ରେଳ ତା’ର ଯାତ୍ରୀଙ୍କ ଲାଗି ବିଭିନ୍ନ ପ୍ରକାର ଖାଦ୍ୟ ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛି। ‘ଡେଲିଭରି ଅଫ୍‌ ହାପିନେସ’ ନାମକ ଏକ ଯୋଜନା ଅନୁଯାୟୀ ୩୫୦ରୁ ଅଧିକ ରେଳ ଷ୍ଟେଶନରେ ଯାତ୍ରୀଙ୍କୁ ସେମାନଙ୍କ ମନ ପସନ୍ଦର ଖାଦ୍ୟ ଯୋଗାଇଦେବ। ଏ ନେଇ ୭୦୦ ଫୁଡ୍‌ ଭେଣ୍ଡରଙ୍କ ସହ ଆଲୋଚନା କରିଛି। ଏଥିରେ ଯାତ୍ରୀଙ୍କୁ ଡୋମିନୋ ପିଜା, ବିରିୟାନୀ ଆଦି ସ୍ବାଦିଷ୍ଟ ଖାଦ୍ୟ ଯୋଗାଇ ଦିଆଯିବ। ଯାତ୍ରୀ ଦକ୍ଷିଣ ଓ ଉତ୍ତର ଭାରତୀୟ ଉଭୟ ଖାଦ୍ୟର ମଜା ନେଇପାରିବେ।
ଆଇଆର୍‌ସିଟିସି ରିପୋର୍ଟ ଅନୁଯାୟୀ, କିଛି ବର୍ଷ ପୂର୍ବରୁ ମାସରେ ୮ ହଜାର ଅର୍ଡର ମିଳୁଥିଲା। ଯାହାକି ବର୍ତ୍ତମାନ ସମୟରେ ୨୧ ହଜାରରେ ପହଞ୍ଚିଛି। ଏହି ଗୋଟିଏ ଅର୍ଡରରେ ଆଇଆର୍‌ଟିସିକୁ ୧୨ ପ୍ରତିଶତ କମିଶନ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ହାଇକୋର୍ଟ: ପ୍ରତିଟି ଜୀବନର ମୂଲ୍ୟ ଅଛି, ଯଦି…

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଦିଲ୍ଲୀ ହାଇକୋର୍ଟ ଗଭୀର ଚିନ୍ତା ପ୍ରକଟ…

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ସହ…

ପୁରୀ,୧୬ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ।…

ଭାଜପାକୁ ମମତାଙ୍କ ଖୋଲା ଚ୍ୟାଲେଞ୍ଜ, ‘ଅନ୍ତ ଦେଖିବା ଯାଏ ବଞ୍ଚିବି’

କୋଲକାତା,୧୬।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ପୁଣି ଥରେ ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ ତାଙ୍କ…

ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ ରାସ୍ତାକଡକୁ ଖସିପଡିଲା ସରକାରୀ ବସ୍‌, ଭିତରେ ବସିଥିଲେ ଯାତ୍ରୀ

କେସିଙ୍ଗା, ୧୬।୭(ତୁମେଶ୍ୱର ସାହୁ): ଭୁବନେଶ୍ୱରରୁ କେସିଙ୍ଗା ଦେଇ ଭବାନୀପାଟଣା ଅଭିମୁଖେ ଯାଉଥିବା ସରକାରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ସକାଳେ ବସ୍‌ଟି ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ…

ରାସ୍ତାରେ ଫୋନ୍‌ରେ ଗପି ଗପି ଯାଉଥିଲେ ଭାଜପା ଜିଲାଧ୍ୟକ୍ଷ, ହଠାତ୍‌ ଆସିଲା ହୃଦ୍‌ଘାତ: ଆଉ ତା’ପରେ…

ଭୋପାଳ,୧୬।୭: ମଧ୍ୟପ୍ରଦେଶର ଛିନ୍ଦୱାଡାରେ ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଲୋକେଶ ଦେହାରିଆଙ୍କ ହୃଦଘାତ ଯୋଗୁ ଆକସ୍ମିକ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି। ଛିନ୍ଦୱାଡା ସହରର…

ଜିଦ୍‌ରେ ଅଟଳ ସୋନମ ୱାଙ୍ଗଚୁକ: କହିଲେ- ମୋତେ ଅନଶନ ଭାଙ୍ଗିବାକୁ କୁହନ୍ତୁ ନାହିଁ…

ନୂଆଦିଲ୍ଲୀ,୧୬।୭: ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ତଥା ଶିକ୍ଷା ସଂସ୍କାରବାଦୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଗୁରୁବାର ୧୯ ଦିନରେ ପ୍ରବେଶ…

କେ.ସମାସିଂହାରୁ ଆସିଲା ସାଙ୍ଘାତିକ ଦୃଶ୍ୟ: ଘର କାନ୍ଥ ଭାଙ୍ଗି ଧାନ ବସ୍ତା ଟେକିନେଲା ଦନ୍ତା

କୋଲାବିରା,୧୬।୭(ସଞ୍ଜୟ ପୂଜାରୀ ): ଝାରସୁଗୁଡ଼ା ଜିଲା କୋଲାବିରା ଓ ବାଗଡିହି ବନାଞ୍ଚଳରେ ବିଗତ ୩/୪ ଦିନ ହେଲା ଗୋଟିଏ ଦନ୍ତା ହାତୀ ଘୂରି ବୁଲୁଥିବା ବେଳେ ଜନସାଧାରଣ…

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri