ରୋଗପ୍ରତିରୋଧକ କ୍ଷମତା ବୃଦ୍ଧି କରେ ତୁଳସୀ ଚେର

ଆୟୁର୍ବେଦ ଏବଂ ଚୀନ୍‌ ଔଷଧୀୟ ବିଜ୍ଞାନରେ ତୁଳସୀ ଚେରକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମହୌଷଧି ଭାବେ ବିବେଚନା କରାଯାଇଛି। ଅଧିକାଂଶ ଲୋକେ ତୁଳସୀ ପତ୍ରର ଫାଇଦା ସମ୍ପର୍କରେ ଜାଣିଥାନ୍ତି, କିନ୍ତୁ ଏହାର ଚେର ବି ବେଶ ଉପକାରୀ। ଜାଣି ଆଶ୍ଚର୍ଯ୍ୟ ହେବେ, ତୁଳସୀ ଚେର ବିଭିନ୍ନ ପ୍ରକାର ଶାରୀରିକ ସମସ୍ୟାର ନିଦାନ ଦେଇଥାଏ। ତୁଳସୀ ଚେରରେ ଥିବା ଆଣ୍ଟିଇନ୍‌ଫ୍ଲାମେଟରୀ ଗୁଣ ଶରୀରର ଯେକୌଣସି ଅଂଶରେ ଯନ୍ତ୍ରଣା ଏବଂ ଫୁଲା ସମସ୍ୟାକୁ ଦୂର କରିଥାଏ। ଏହାକୁ ଡାଇରିଆ ଭଲ କରିବାରେ ମଧ୍ୟ ଉପଯୋଗ କରାଯାଏ। ତୁଳସୀ ଚେରରେ ମହଜୁଦ୍‌ ଫ୍ଲାବୋନଏଡ୍‌ ଏବଂ ଫେନୋଲିକ୍‌ ତତ୍ତ୍ୱ ଶରୀରର ରୋଗପ୍ରତିରୋଧକ କ୍ଷମତାକୁ ବୃଦ୍ଧି କରିଥାଏ। ଏଥିରେ ଥିବା ଆଣ୍ଟିଅକ୍ସିଡାଣ୍ଟ ଗୁଣ ଶରୀରର କୋଷିକାକୁ ସୁସ୍ଥ ରଖିବା ସହ କ୍ଷତିଗ୍ରସ୍ତ ହେବାରୁ ରକ୍ଷା କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌କାଉଣ୍ଟରରେ ଟଲିପଡ଼ିଲେ ମାଓବାଦୀ ନେତା ସହଦେବ

ରାଞ୍ଚି,୧୭।୪: ଝାଡ଼ଖଣ୍ଡର ଚତରା-ହଜାରିବାଗ ସୀମାନ୍ତ ଜଙ୍ଗଲରେ ଶୁକ୍ରବାର ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ୪ଜଣ ଟପ୍‌ ମାଓବାଦୀ ନିହତ ହୋଇଛନ୍ତି।…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌…

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା…

ସିବିଏସ୍‌ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri