ବ୍ରହ୍ମପୁର ଅଫିସ ,୯ା୯ – ବ୍ରହ୍ମପୁର ବଡ଼ ମେଡିକାଲରେ ସୋମବାର ରାତିରେ ଚିକିତ୍ସାରେ ଅବହେଳା ଅଭିଯୋଗରେ ରୋଗୀଙ୍କ ସମ୍ପର୍କୀୟ ଓ ଡାକ୍ତରଙ୍କ ମଧ୍ୟରେ ହାତାହାତି ହୋଇଛିି। ଫଳରେ ସେଠାରେ ଉତ୍ତେଜନା ଦେଖାଦେଇଛି। ଖବର ଲେଖାହେବା ସୁଦ୍ଧା ରୋଗୀଙ୍କ ସମ୍ପର୍କୀୟଙ୍କ ସହ ମେଡିକାଲ କର୍ତ୍ତୃପକ୍ଷ ଆଲୋଚନା ଜାରି ରଖିଥିଲେ।କୌଣସି ପ୍ରକାର ଅପ୍ରିତିକର ପରିସ୍ଥିତିର ମୁକାବିଲା ପାଇଁ ମେଡିକାଲ ପରିସରରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଡାକ୍ତରଙ୍କ ଅଭିଯୋଗ କ୍ରମେ ବୈଦ୍ୟନାଥପୁର ଥାନାରେ ଏକ ମାମଲା ରୁଜୁ ହୋଇଛି ବୋଲି ଏଏସ୍ପି ପ୍ରଶାନ୍ତ କୁମାର ମିଶ୍ର ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ଗତ ୬ ତାରିଖରୁ ଗଜପତି ଜିଲା ଅଡବା ଅଞ୍ଚଳର ବାସନ୍ତୀ ନାୟକ ବଡ଼ ମେଡିକାଲ ସୁପର ସ୍ପେସାଲିଟି ସର୍ଜରୀ ୱାର୍ଡରେ ଚିକିତ୍ସିତ ହେଉଛନ୍ତି। ଚିକତ୍ସାରେ ଅବହେଳା କରାଯାଉଛି ବୋଲି ତାଙ୍କର ଜଣେ ସମ୍ପର୍କୀୟ ଅଭିଯୋଗ କରିଥିଲେ। ଏହାକୁ ନେଇ ରୋଗୀ ସମ୍ପର୍କୀୟ ଓ ଡାକ୍ତରଙ୍କ ମଧ୍ୟରେ ସୋମବାର ରାତିରେ କଥା କଟାକଟି ଓ ପରେ ହାତାହାତି ହୋଇଥିଲା। ଖବରପାଇ ଏଏସ୍ପି ପ୍ରଶାନ୍ତ କୁମାର ମିଶ୍ର, ବ୍ରହ୍ମପୁର ଏସ୍ଡ଼ିପିଓ ବିଷ୍ଣୁପ୍ରସାଦ ପତି, ବୈଦ୍ୟନାଥପୁର ଥାନାଧିକାରୀ ସାରଦା ପ୍ରସନ ଦାସ, ମେଡିକାଲ ସୁପେରଣ୍ଟେଣ୍ଡେଣ୍ଟ ଡା.ଚରଣ ପଣ୍ଡା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି। ଡାକ୍ତରମାନେ ମେଡିକାଲ ପରିସରରେ ଏକତ୍ରିତ ହୋଇଛନ୍ତି।
ବ୍ରହ୍ମପୁର ବଡ଼ ମେଡିକାଲ ରୋଗୀ ସମ୍ପର୍କୀୟ, ଡାକ୍ତର ହାତାହାତି: ଉତ୍ତେଜନା, ପୋଲିସ ମୁତୟନ
Posted inଆମ ଜିଲା ଖବର, ଗଞ୍ଜାମ View All
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ
ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍ଏଚ୍-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…
ଦଶହରା ପୂର୍ବରୁ କଫ ସିରପ୍ କାରବାର ଠାବ: ୩୧୫୬ ବୋତଲ କଫ୍ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ
ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍ ସିରପ୍ ଜବତ କରିଛି। କଫ୍ ସିରପ୍ ବୋଝେଇ ଏକ…
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
SCB ମେଡିକାଲ୍ କ୍ୟାମ୍ପସ୍ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…
କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…
୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ
ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି
ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…
ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ
ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

