ରୋଡ଼ ରୋମିଓଙ୍କୁ ଗଛରେ ବାନ୍ଧି ନିସ୍ତୁକ ଛେଚିଲେ ଗାଁଲୋକେ

ବାଲେଶ୍ୱର ଅଫିସ୍‌,୪।୮: ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ଲକ୍ଷ୍ମଣନାଥ ପଞ୍ଚାୟତର ଗୋପ ଗାଁରେ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଉକ୍ତ ଗାଁର ଲୋକେ ଜଣେ ରୋଡ଼ ରୋମିଓଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ମାରିଥିବା ଦେଖିବାକୁ ମିଳିଛି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ରାସ୍ତାରେ ଯାଉଥିବା କଲେଜ ଛାତ୍ରୀ ଓ ମହିଳାମାନଙ୍କୁ ଜଣେ ଯୁବକ ଅଶ୍ଳୀଳ ଇଙ୍ଗିତ କରିବା ସହିତ ଅଶୋଭନୀୟ ଆଚରଣ ଦେଖାଉଥିବା ଅଭିଯୋଗ ହୋଇଛି। ତେବେ ଏହାକୁ ଦେଖି ରାସ୍ତାରେ ଯାଉଥିବା ଅନ୍ୟ ଗାଁଲୋକେ ଉକ୍ତ ଯୁବକଙ୍କୁ କାବୁ କରି ଏକ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିଥିଲେ। ଏହାକୁ ନେଇ ଗାଁରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା। ତେବେ ସମ୍ପୃକ୍ତ ଯୁବକ ଜଣଙ୍କ ହେଲେ ପଞ୍ଚୁଘୁଣ୍ଟା ଗାଁର ସାହିଲ ଖାନ(୨୩)। ଏହା ପୂର୍ବରୁ ମଧ୍ୟ ସାହିଲ ବହୁଥର ଏଭଳି କାଣ୍ଡ ଘଟାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri