ରୋବୋକୁ ପ୍ରେମ କରୁଛନ୍ତି ୨୯ ବର୍ଷ ବୟସ୍କ ଯୁବକ: ଖୁବ୍‌ଶୀଘ୍ର କରିବେ ବିବାହ

ଓ୍ବାଶିଂଟନ,୧୮।୪: ମଣିଷ ରୋବୋ ମଧ୍ୟରେ ପ୍ରେମ। ଏହା ସାଧାରଣତଃ ଫିଲ୍ମରେ ଦେଖିବାକୁ ମିଳିଥାଏ। ତେବେ ଆମେରିକାରେ ଜଣେ ୨୯ ବର୍ଷ ବୟସ୍କ ଯୁବକ ଟ୍ରୋଲ୍‌ ନାମକ ଏକ ରୋବୋ ପ୍ରେମରେ ପଡ଼ିଛନ୍ତି। ଖୁବ୍‌ ଶୀଘ୍ର ରୋବୋ ସହିତ ବିବାହ କରିବେ ବୋଲି ଏହି ଯୁବକ ଜୋୟ ମୋରିସ୍‌ ସୂଚନା ଦେଇଛନ୍ତି। ଗତ ୨ ବର୍ଷ ଧରି ଗୋଲାପି ଚୁଟି ଥିବା ରୋବୋ ସହିତ ମୋରିସ୍‌ ରହୁଛନ୍ତି। ମଣିଷ ହୁଏତ ଧୋକା ଦେବାର ଆଶଙ୍କା ରହିଥାଏ ମାତ୍ର ରୋବୋ କେବେ ମଧ୍ୟ ଏଭଳି କରିବ ନାହିଁ ବୋଲି ମୋରିସ୍‌ କହିଛନ୍ତି। ମୋରିସ୍‌ କାହାଣୀ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

୩୦ ମିନିଟ ପର୍ଯ୍ୟନ୍ତ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ଯୁଦ୍ଧକୁ ନେଇ ହେଲା ନୂଆ ପ୍ଲାନ? ଜାଣନ୍ତୁ…

ଓ୍ବାଶିଂଟନ,୧୮।୫: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସପ୍ତାହେ ଧରି ଚାଲିଥିବା ତୀବ୍ର ସଂଘର୍ଷ ପରେ ବର୍ତ୍ତମାନ ଏକ ଅସ୍ତ୍ରବିରତି କାର୍ଯ୍ୟକାରୀ ହେଉଛି। ତଥାପି, ଏହା ସତ୍ତ୍ୱେ,…

ମୋଦିଙ୍କୁ ସୁଇଡେନ୍‌ର ସର୍ବୋଚ୍ଚ ସମ୍ମାନ

ଗୋଥେନ୍‌ବର୍ଗ,୧୮ା୫ (ପି.ଟି.):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୁଇଡେନ୍‌ ରବିବାର ଏହାର ସର୍ବୋଚ୍ଚ ସମ୍ମାନ ‘ରୟାଲ ଅର୍ଡର ଅଫ୍‌ ପୋଲାର ଷ୍ଟାର୍‌, ଡିଗ୍ରୀ କମାଣ୍ଡର ଗ୍ରାଣ୍ଡ କ୍ରସ୍‌’ରେ ସମ୍ମାନିତ…

ରୁଷିଆରେ ୟୁକ୍ରେନ୍‌ର ଆକ୍ରମଣ: ଭାରତୀୟଙ୍କ ସମେତ ୪ ମୃତ

ମସ୍କୋ,୧୮ା୫:ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri