ଲକଡାଉନ୍‌ ନିୟମକୁ ଅବମାନନା: ୧୦ ଦୋକାନ ସିଲ୍‌ କଲା ପ୍ରଶାସନ

ଯୋଡା,୨୪ା୫,(ଡି.ଏନ.ଏ.)-ଲକଡାଉନ୍‌ ୪.୦ ନିୟମକୁ ଅବମାନନା କରିବା ଅଭିଯୋଗରେ ଶନିବାର ସାରେ କେନ୍ଦୁଝର ଜିଲା ଯୋଡା ପୌରପାଳିକାରେ ଥିବା ୧୦ ଦୋକାନକୁ ପ୍ରଶାସନ ପକ୍ଷରୁ ସିଲ କରାଯାଇଛି। ଏଥିସହ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କଠାରୁ ୫ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି। ବଡବିଲ୍‌ ତହସିଲଦାର କ୍ଷୀରୋଦ କୁମାର ବେହେରାଙ୍କ ନେତୃତ୍ୱରେ ଯୋଡା ପୌରପାଳିକା କର୍ମଚାରୀ ଓ ଯୋଡା ପୋଲିସ ମିଳିତ ଭାବେ ଚଢାଉ କରି ଦୋକାନକୁ ସିଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାତିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri