ଲକଡାଉନ୍‌ ନିୟମକୁ ଅବମାନନା: ୧୦ ଦୋକାନ ସିଲ୍‌ କଲା ପ୍ରଶାସନ

ଯୋଡା,୨୪ା୫,(ଡି.ଏନ.ଏ.)-ଲକଡାଉନ୍‌ ୪.୦ ନିୟମକୁ ଅବମାନନା କରିବା ଅଭିଯୋଗରେ ଶନିବାର ସାରେ କେନ୍ଦୁଝର ଜିଲା ଯୋଡା ପୌରପାଳିକାରେ ଥିବା ୧୦ ଦୋକାନକୁ ପ୍ରଶାସନ ପକ୍ଷରୁ ସିଲ କରାଯାଇଛି। ଏଥିସହ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କଠାରୁ ୫ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି। ବଡବିଲ୍‌ ତହସିଲଦାର କ୍ଷୀରୋଦ କୁମାର ବେହେରାଙ୍କ ନେତୃତ୍ୱରେ ଯୋଡା ପୌରପାଳିକା କର୍ମଚାରୀ ଓ ଯୋଡା ପୋଲିସ ମିଳିତ ଭାବେ ଚଢାଉ କରି ଦୋକାନକୁ ସିଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…

ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୨୦ କେଜି ଓଜନର ବିଶାଳ ମାଛ

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର…

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri