ଲକ୍ଷ୍ମୀଦତ୍ତ ହତ୍ୟା ମାମଲା : ୨ ଜଣଙ୍କ ଜାମିନ ଆବେଦନ, ୨୩ରେ ଶୁଣାଣି

ଛତ୍ରପୁର,୪ା୧୦(ଡି.ଏନ.ଏ.): ଛତ୍ରପୁର ଏନ୍‌ଏସିର ତତ୍କାଳୀନ ବିଜେଡି କାଉନ୍‌ସିଲର ଲକ୍ଷ୍ମୀଦତ୍ତ ପ୍ରଧାନଙ୍କୁ ୨୦୧୭ ସେପ୍ଟେମ୍ବର ୧୬ରେ ତାଙ୍କ ଘର ଆଗରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା ା ଏହି ମାମଲାରେ ସମ୍ପୃକ୍ତ ଏନ୍‌.ଈଶ୍ୱର ରେଡ୍ଡୀ ଓ କୁନା ନାୟକଙ୍କ ପକ୍ଷରୁ ଗୁରୁବାର ଜାମିନ୍‌ ଆବେଦନ ହୋଇଛି ା ଅପରପକ୍ଷରେ ଅନ୍ତରୀଣ ଜାମିନ ପାଇଥିବା କୃଷ୍ଣ ଚନ୍ଦ୍ର ନାୟକ ଗୁରୁବାର କୋର୍ଟରେ ଆମତ୍ସମର୍ପଣ କରିଥିଲେ । ପରେ ତାଙ୍କୁ ଜେଲ୍‌ ପଠାଇ ଦିଆଯାଇଛି ା ଏହି ମାମଲାରେ ସମ୍ପୃକ୍ତ ୫ ଜଣଙ୍କ ପକ୍ଷରୁ କୋର୍ଟରେ ଡିସ୍‌ଚାର୍ଜ ପିଟିଶନ ଦାଖଲ କରାଯାଇଛି ା ଏହାଉପରେ ୨୩ ତାରିଖରେ ଶୁଣାଣି ହେବ ବୋଲି ଛତ୍ରପୁର ଏଡିଜେ ଶିଖା ରାଣୀ ରଥ ଧାର୍ଯ୍ୟ କରିଛନ୍ତିି ା
ଅନ୍ୟତମ ଅଭିଯୁକ୍ତ ସୁଶୀଲ ନାୟକଙ୍କ ଦେହ ଖରାପ ଥିବାରୁ କୋର୍ଟରେ ସେ ହାଜର ହୋଇପାରି ନ ଥିଲେ ା ଏନେଇ ତାଙ୍କର ମେଡିକାଲ ସାର୍ଟିଫିକେଟ୍‌ କୋର୍ଟରେ ଦାଖଲ ହୋଇଥିଲା ା ଏହି ମାମଲାରେ ୧୯ ଜଣ ଗିରଫ ହୋଇଥିଲେ। ଏଥିରୁ ୨ ଜଣ ଜାମିନ ପାଇଛନ୍ତି ା ସରକାରଙ୍କ ପକ୍ଷରୁ ଓକିଲ ରମେଶ ଚନ୍ଦ୍ର ଚୌଧୁରୀ ଓ ଡମିନାଥ ସାହୁ ମାମଲା ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri