ଲକ୍ଷ୍ମୀପଶି ହୁଡିରେ ତହସିଲଦାରଙ୍କ ଚଢ଼ାଉ: ପଥର ସହ ୨ ଟ୍ରାକ୍ଟର ଜବତ

ଚମ୍ପୁଆ,୨୧ା୧୨(ଡି.ଏନ.ଏ): ବାରମ୍ବାର ରାଜସ୍ବ ବିଭାଗ ଆଖିରେ ଧୂଳି ଦେଇ ପଥର ଓ ବାଲି ଚୋରା କାରବାର ବଢୁଥିବା ବେଳେ ରାଜସ୍ବ ବିଭାଗ ପକ୍ଷରୁ ରୁକ୍ଷ ମନୋଭାବ ପୋଷଣ କରାଯାଇଛି। କିଛିଦିନ ପୂର୍ବରୁ ଏହି ପଥର ହୁଡି ଉପରେ ତହସିଲଦାର ଆଲୋକ ପଟେଲ ଚଢ଼ାଉ କରି ନିକଟସ୍ଥ କ୍ରସରକୁ ମୋଟା ଅଙ୍କର ଫାଇନ କରିଥିବା ବେଳେ ଶନିବାର ତହସିଲଦାର ପଟେଲ ଅଚାନକ ଉକ୍ତ ପଥର ହୁଡି ଉପରେ ଚଢ଼ାଉ କରି ଦୁଇ ପଥର ବୋଝେଇ ଟ୍ରାକ୍ଟରକୁ ଜବତ କରିଛନ୍ତି। ସେହିପରି ବାଲି ମାଫିଆ ମାନେ ବିଭାଗ ଆଖିରେ ଧୂଳି ଦେଇ ଚୋରା ଚାଲାଣ କରୁଥିବା ବେଳେ ତାଙ୍କ ପାଇଁ ଏହା ସତର୍କ ଘଣ୍ଟି ବୋଲି ବିଭାଗ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri