ଲକ୍‌ ଡାଉନ ଅମାନ୍ୟକାରୀଙ୍କ ନାମରେ ମାମଲା

ଖୁଣ୍ଟା,୨୨ା୪(ଡି.ଏନ୍‌.ଏ.)-ରାଜ୍ୟର ବିଭିନ୍ନ ଅଞ୍ଚଳରେ କୋରନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ସରକାର ଲକ୍‌ ଡାଉନର ଅବୋଧି ବଢ଼ାଇଛନ୍ତି। ଜନସଧାରଣଙ୍କୁ ଘରୁ ନ ବାହାରିବା ପାଇଁ ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ କେତେକ ବ୍ୟକ୍ତି ବେପରୁଆ ଭାବେ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ଆସିବା ଓ ରହିବା ଇତ୍ୟାଦି କରୁଥିବା ଦେଖିବାକୁ ମିଳୁଛି। ଏହି ପରିପେକ୍ଷୀରେ ସୋମବାର ବାଲେଶ୍ୱରରୁ ଆସି ଖୁଣ୍ଟା ବ୍ଲକ ଅଞ୍ଚଳରେ ରହିଥିବା ଜଣେ ବ୍ୟକ୍ତିଙ୍କ ନାମରେ ଖୁଣ୍ଟା ଥାନା ପୋଲିସ ଏକ ମାମଲା(ନଂ. ୫୭/୨୦୨୦) ରୁଜୁ କରିଛି। ସୂଚନା ଅନୁଯାୟୀ, ଖୁଣ୍ଟା ବ୍ଲକ ଅଧୀନ ସପନଚୁଆ ପଞ୍ଚାୟତ ଗିରିଶଚନ୍ଦ୍ରପୁର ଗ୍ରାମର ଜଣେ ବ୍ୟକ୍ତି ଦୀର୍ଘଦିନ ହେଲା ବାଲେଶ୍ୱରରେ ରହି ଆସୁଥିଲେ। ତେବେ ସେ ଗ୍ରାମକୁ ଫେରି ଆସିଥିବା ଖବର ପାଇ ଖୁଣ୍ଟା ତହସିଲଦାର ସ୍ମରଣ କୁମାର ପୃଷ୍ଟି ,ବିଡ଼ିଓ ମାନସ ରଞ୍ଜନ ସାମଲ ,ଏବିଡ଼ିଓ ବସନ୍ତ କୁମାର ପୃଷ୍ଟି ଓ ସ୍ଥାନୀୟ ସରପଞ୍ଚଙ୍କ ସମେତ ଥାନା ଆଇଆଇସି ସ୍ବର୍ଣ୍ଣଲତା ମିଞ୍ଜଙ୍କ ନେତୃତ୍ୱରେ ଏକ ଟିମ୍‌ ପହଞ୍ଚି ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରିବା ସହିତ ତାଙ୍କୁ ପଞ୍ଚାୟତ ପକ୍ଷରୁ ଖୋଲା ଯାଇଥିବା କ୍ୱାରାଣ୍ଟାଟାଇନ ସେଣ୍ଟରକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ…

ଚୋରାଚାଲାଣ କରୁଥିଲେ ଗଞ୍ଜେଇ, ପୋଲିସକୁ ଦେଖି ଭୟରେ ବାଇକ ସହ ଗଞ୍ଜେଇ ଛାଡି ଫେରାର୍‌ ମାରିଲେ ୨ ମାଫିଆ

ଡୁଙ୍ଗୁରିପାଲି, ୮।୬ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ସୋମବାର ସକାଳେ ପାଟ୍ରୋଲିଂ କରୁଥିବାବେଳେ ଶୁଖା-କର୍ଲାଯୁରୀ ରାସ୍ତାର ମହୁଲପାଲି ଛକରେ ଏକ ବାଇକ…

ଭବାନୀପାଟଣାରେ ଯୁବକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ବୁର୍ଲାରେ ଭର୍ତ୍ତିି

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶବରପଡ଼ାରେ ରବିବାର ରାତିରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଯୁବକଙ୍କ ନାମ ଶିବ ପ୍ରସାଦ ନାଏକ (୨୫)ବୋଲି ଜଣାପଡିଛି।…

ସପ୍ତାହେ ବିତିଲା ସରପଞ୍ଚଙ୍କ ଧାରଣା: ଦେଲେ ଚେତାବନୀ, ଯଦି ରାଜ୍ୟ ସରକାର ଭତ୍ତା ଟଙ୍କା ପ୍ରଦାନ ନ କରନ୍ତି…

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅଧୀନ ୨୫ ପଞ୍ଚାୟତ ଏବଂ ଦିଗପହଣ୍ଡି ଏନଏସି ଅଧୀନ ୧୦ ୱାର୍ଡର ୭୧୫ ହିତାଧିକାରୀଙ୍କୁ ଇନ୍ଦିରା ଗାନ୍ଧୀ…

ମିଳୁନି ଭତ୍ତା: ଅଭିଯୋଗ ଶୁଣାଣିବେଳେ ହଠାତ୍‌ ଭିତରେ ପଶି ହୋହଲ୍ଲା କଲେ ଭତ୍ତା ହିତାଧିକାରୀ, ତା’ପରେ…

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜନଶୁଣାଣି…

ସାଧୁଙ୍କୁ ମାରିଥିଲା କଲରାପତରିଆ ବାଘ: ଶିମିଳିପାଳ ଇତିହାସରେ ପ୍ରଥମ

ବାରିପଦା,୮।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଜାତୀୟ ଉଦ୍ୟାନ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ଅନ୍ତର୍ଗତ କୁମୁଦାବଡ଼ି ନିକଟରେ ଜଙ୍ଗଲରୁ ମିଳିଥିବା ଖଣ୍ଡବିଖଣ୍ଡିତ ମୃଦଦେହ ଅଂଶ ସମ୍ବନ୍ଧରେ…

ବିଶ୍ୱକପ୍‌ ଆରମ୍ଭ ପୂର୍ବରୁ ବ୍ରାଜିଲକୁ ବଡ଼ ଝଟ୍‌କା

ମୋରିସଟାଉନ୍‌,୮ା୬: ବିଶ୍ୱକପ୍‌ରେ ମରକ୍କୋ ବିପକ୍ଷ ପ୍ରଥମ ମ୍ୟାଚ୍‌ ଖେଳାଯିବାକୁ ଆଉ ଏକ ସପ୍ତାହରୁ କମ୍‌ ଦିନ ଥିବାବେଳେ ବ୍ରାଜିଲ ଆଘାତଜନିତ କାରଣରୁ ଦଳରେ ଜଣେ ଖେଳାଳି ପରିବର୍ତ୍ତନ…

ବିଲ ମଝିରୁ ମିଳିଲା ବିବାହିତ ଯୁବକଙ୍କ ମୃତଦେହ: ମୁତ୍ୟୁକୁ ନେଇ ବଢିଲା ସନ୍ଦେହ

ପାଟଣା,୮।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟଭା ସରୁଆ ଗାଁ ବିଲ ମଝିରୁ ସୋମବାର ଜଣେ ବିବାହିତ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri