ଲକ୍‌ ଡାଉନ୍‌ ସମୟରେ ଘର ପାଖରେ ପହଞ୍ଚିବ ଅତ୍ୟାବଶ୍ୟକ ସାମଗ୍ରୀ

ନଏଡ଼ା,୨୬।୩: ଲକ୍‌ ଡାଉନ୍‌ ସମୟରେ ଲୋକେ ଘରୁ ବାହାରକୁ ବାହାରିବା କଷ୍ଟକର ବ୍ୟାପାର ହୋଇଯାଇଛି। ଏହି ସମୟରେ ଲୋକଙ୍କ ନିକଟରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚିବ ବୋଲି କହିଛନ୍ତି ନଏଡା ପ୍ରଶାସନ। ଯେଉଁମାନେ ହୋମ୍‌ ଡେଲିଭରି ଦେବେ ସେମାନେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବେ ବୋଲି କହିଛନ୍ତି ନଏଡା ପ୍ରଶାସନର ସିଇଓ ରିତୁ ମାହେଶ୍ୱରୀ। ଏହାସହ ବିଭିନ୍ନ ସେକ୍ଟରରେ ଅଲଗା ଅଲଗା ସ୍ଥାନରେ ପନିପରିବା ମଧ୍ୟ ମିଳିବ ବୋଲି କୁହାଯାଇଛି। ହେଲେ ଗ୍ରାହକ ନିଜ ନିଜ ମଧ୍ୟରେ ଓ ଦୋକାନିଙ୍କଠାରୁ ଉପଯୁକ୍ତ ଅର୍ଥାତ୍‌ ପ୍ରାୟ ୧ ମିଟର ଦୂରତା ବଜାୟ ରଖିବାକୁ କୁହାଯାଇଛି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଥିବା ବେଳେ ଲୋକେ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ଯେଭଳି ଅସୁବିଧାରେ ନ ପଡନ୍ତି ତାକୁ ମଧ୍ୟ ଦୃଷ୍ଟିରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri