କେନ୍ଦୁଝର, ୧୨।୪(ସ୍ବ.ପ୍ର.)-କରୋନା ପାଇଁ ଲକ୍ ଡାଉନ୍ ଘୋଷଣା ହୋଇଥିବାରୁ ରକ୍ତ ସମସ୍ୟା ଦେଖାଦେଇଛି। ରକ୍ତ ସମସ୍ୟା ଦୂର କରିବା ପାଇଁ ସମ୍ଭାବନା ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ଶନିବାରଠାରୁ ସ୍ବେଚ୍ଛାକୃତ ରକ୍ତ ଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସଙ୍ଗଠନର ସୌମ୍ୟ ଶଙ୍କର ଚକ୍ର, ସମୀର ମିଶ୍ର, ସଦାଶିବ ସାମଲ, ପରିତୋଷ ମିଶ୍ର ରକ୍ତ ଦାନ କରିଛନ୍ତି। ଏଭଳି ପ୍ରତେକ ଦିନ ଚାରି ଜଣ ଆସନ୍ତା ତିରିଶ ତାରିଖ ପର୍ଯ୍ୟନ୍ତ ରକ୍ତଦାନ କରିବେ ବୋଲି ସଙ୍ଗଠନ ପକ୍ଷରୁ ସୂଚନା ଦିଆଯାଇଛି।
Posted inଆମ ଜିଲା ଖବର, କେନ୍ଦୁଝର View All
“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…
ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…
ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ
ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…
ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…
ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…
କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ
କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…
ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…
ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ…
ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି
ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…
ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି
ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…
ପାଟଣା ବ୍ଲକ୍ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …
ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…
Archives

