ଲକ୍‌ଡାଉନ ଉଲ୍ଲଂଘନ କରି ୮ବାଇକ୍‌ ଜବତ:୨ ଗିରଫ

ବାରିପଦା ଅଫିସ/ଠାକୁରମୁଣ୍ଡା,୨୬ା୩(ଡ଼ି.ଏନ୍‌.ଏ.)- ବୁଧବାରଠାରୁ ଲକ୍‌ଡାଉନକୁ କଡ଼ାକଡ଼ି କରିବା ଲାଗି ମୟୂରଭଞ୍ଜ ଜିଲା ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଲକ୍‌ଡ଼ାଉନର ପ୍ରଥମ ଦିନରେ ପୋଲିସ ନିୟମ ଉଂଲଘନ କରିଥିବା ଅଭିଯୋଗରେ ୮ଟି ବାଇକ୍‌କୁ ଜବତ କରିିଛି। ଠାକୁରମୁଣ୍ଡା ଥାନା ପୋଲିସ ୨ ଜଣଙ୍କୁ ଗିରଫ କରିଛି। ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ନିଜେ ବିଭିନ୍ନ ସ୍ଥାନରେ ଉପସ୍ଥିତ ରହି ଯାଞ୍ଚକୁ କଡ଼ାକଡ଼ି କରୁଛନ୍ତି। ବାରିପଦା ସହରର ୮ ଛକରେ ୨ ପ୍ଲାଟୁନ ଫୋର୍ସ ମୁତୟନ ରହିଛନ୍ତି। ଏହାମଧ୍ୟରେ କରୋନା ସମ୍ପର୍କିତ ଖବର ଦେବାକୁ ମୟୂରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ (୦୬୭୯୨) ୨୫୨୯୪୧ , (୦୬୭୯୨) ୨୫୨୭୫୯ ଏକ ୧୦୭୭ ଟ୍ରୋଲ୍‌ ଫ୍ରି ନମ୍ବର ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri