ଲକ୍‌ଡାଉନ ଉଲ୍ଲଂଘନ: ପାଟଣା ପୋଲିସ ପକ୍ଷରୁ ୬୯ ବାଇକ, ୨କାର ଜବତ

ପାଟଣା,୧୭।୪(ସ୍ବ.ପ୍ର.): ସାରା ଦେଶରେ କରୋନା ଭୂତାଣୁ ସଂକ୍ରମଣରେ ଅଙ୍କୁଶ ଲଗାଇବାକୁ ସରକାର ଲକ୍‌ଡାଉନ କରିଥିବା ବେଳେ କେତେକ ଅମାନିଆ ଏହାକୁ ଉଲ୍ଲଂଘନ କରୁଛନ୍ତି। ବାଇକ୍‌ ଓ କାର ଧରି ବାହାରେ ବୁଲୁଛନ୍ତି। କେନ୍ଦୁଝର ଜିଲା ପାଟଣା ପୋଲିସ ପକ୍ଷରୁ ଶୁକ୍ରବାର ସୁଦ୍ଧା ୬୯ଟି ବାଇକ ଓ ୨ଟି କାର ଜବତ କରାଯାଇଛି। ମାସ୍କ ପିନ୍ଧୁ ନ ଥିବା ବ୍ୟକ୍ତିଙ୍କଠାରୁ ପାଟଣା ପୋଲିସ ପକ୍ଷରୁ ୨୦୦ ଟଙ୍କାଏ ଲେଖାଏ ଜରିମାନା ଆଦାୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପଶ୍ଚିମବଙ୍ଗର ହେଭିଓ୍ବେଟ୍‌ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

ଅନ୍‌ଲାଇନ ଟ୍ରେଡିଂ ନାଁରେ ୨୦.୫୦ ଲକ୍ଷ ଠକେଇ ଆନ୍ଧ୍ରରୁ ମାଷ୍ଟର ମାଇଣ୍ଡ ଗିରଫ

କୋରାପୁଟ, ୮ା୫(ଅମିତାଭ ବେହେରା)-ଅନ୍‌ଲାଇନ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ କୋରାପୁଟ ଜିଲା ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri