ବ୍ରହ୍ମପୁର ଅଫିସ,୧୦ା୪-କରୋନା ପାଇଁ ସାରା ଦେଶରେ ଲକ୍ଡାଉନ ଘୋଷଣା ହୋଇଛି। ଲକ୍ଡାଉନ ପାଇଁ କଡା ନିୟମ କରାଯାଇଛି। ଜରୁରୀ କାମ ନ ଥିଲେ ଘରୁ ନ ବାହରିବାକୁ ପରାମର୍ଶ ଦିଆଯାଇଛି। ଏପରିକି ଜିଲାରେ ଆଂଶିକ ଶଟଡାଉନ୍ ନିର୍ଦ୍ଦେଶ ମଧ୍ୟ ରହିଛି। ସେହିପରି ବାଇକ୍ ଚଳାଇବା ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ପୋଲିସ ଗତ ୪ ରୁ ୮ ତାରିଖ ମଧ୍ୟରେ ବ୍ରହ୍ମପୁର ପୋଲିସ ଜିଲାରେ ମୋଟ ୧୭୫୭ ବାଇକ୍ ଚାଳକଙ୍କୁ ଧରାଯାଇଛି ବୋଲି ଡ଼ିଏସ୍ପି ଡିଆଇବି ଦାୟିତ୍ୱରେ ଥିବା ଜେ. କେ. ପଟ୍ଟନାୟକ ସୂଚନା ଦେଇଛନ୍ତି। ସେମାନଙ୍କର ବାଇକ ଜବତ କରିବା ସହିତ ଜରିମାନା ଧାର୍ଯ୍ୟ କରାଯାଇଛି ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ
ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…
ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ
ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…
ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ
ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…
କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ
ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…
ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…
ଟୁରିଷ୍ଟ ବସ୍ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା
କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍ବ ଟୁରିଷ୍ଟ ବସ୍ ବେଆଇନ…
ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…
ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ
ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…
Archives

