ଲକ୍‌ଡାଉନ ନିୟମ ଉଲ୍ଲଂଘନକାରୀଙ୍କୁ ଜରିମାନା

ଲାଠୋର, ୨୮ା୪(ଡି.ଏନ.ଏ.)
ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପଞ୍ଚାୟତ ପକ୍ଷରୁ ସୋମବାର ସକାଳେ ବସଷ୍ଟାଣ୍ଡରେ ଲକ୍‌ଡାଉନ ନିୟମ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ସରପଞ୍ଚ ପ୍ରବୀଣ ଅଗ୍ରୱାଲଙ୍କ ନେତୃତ୍ୱରେ ଲାଠୋର ପଞ୍ଚାୟତ ନୋଲାଡ ଅଫିସର ମିନିକେତନ ବରିହା ଓ ଲାଠୋର ଆଇଆଇସି ଧର୍ମେନ୍ଦ୍ର ଶାନ୍ତି ଏବଂ ଷ୍ଟାପ୍‌ ନିୟମ ଉଲ୍ଲଂଘନ କରୁଥିବା ଦୋକାନୀ ଏବଂ ବାଇକ ଚାଳକମାନଙ୍କୁ ତାଗିଦ୍‌ କରିବା ସହ ଜରିମାନା ଆଦାୟ କରିଥିଲେ। ପ୍ରଥମ ଦିନରେ ୨ହଜାର ୯ ଶହ ଟଙ୍କା ଆଦାୟ ହୋଇଥିବା ନୋଡାଲ ଅଫିସର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri