ଲକ୍‌ଡାଉନ ନିୟମ ଭାଙ୍ଗି ଗିରଫ ହେଲେ ୧୦,୭୨୯

ମୁମ୍ବାଇ,୧୮।୪: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ସମସ୍ତଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଉଛି। ଆବଶ୍ୟକ ନ ଥିଲେ ଘରୁ ବାହାରିବାକୁ ବାରଣ କରାଯାଇଛି। ହେଲେ ଏହି ସମୟରେ ମହାରାଷ୍ଟ୍ରରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ କରି ପାଖାପାଖି ୧୦,୭୨୯ଜଣ ଗିରଫ ହୋଇଥିବା ସୂଚନା ମିଳିଛି। ଏହାସହ ମହାରାଷ୍ଟ୍ର ପୋଲିସ ୩୩,୯୮୪ ଗାଡି ସିଜ୍‌ କରିଛି ଓ ୫୨,୬୨୬ ମାମଲା ରୁଜୁ କରିଥିବା ସୂଚନା ମିଳିଛି। କରୋନା ଭାଇରସ ସଂକ୍ରମଣ କ୍ଷେତ୍ରରେ ମହାରାଷ୍ଟ୍ର ସବୁଠାରୁ ଆଗରେ ଥିବା ବେଳେ ଏଠାରେ ୮ ଜଣ ପୋଲିସ ଅଧିକାରୀ ଓ ୨୯ ଅନ୍ୟ ପୋଲିସ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…

ସରକାର କରିଲେ ବଡ ଘୋଷଣା; ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ …

ଭୁବନେଶ୍ୱର,୧୨।୬: ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର ଓ ବ୍ଲକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ…

ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ : ଫାଇନାଲରେ ଗୋକର୍ଣ୍ଣପୁର, ଝଗଡା ପଲ୍ଲୀ ଟିମ୍

ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ  ପକ୍ଷରୁ  ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ…

କୁଲାଡ ରଥଯାତ୍ରା ପ୍ରସ୍ତୁତି ବୈଠକ: ସମନ୍ବୟ ରକ୍ଷା କରି ଯାତ୍ରାକୁ ସଫଳ କରାଯିବ

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ କୁଲାଡ ରଥଯାତ୍ରା ଓ ବାହୁଡ଼ା ଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହ ହୋଇପାରିବ ସେ ନେଇ ପ୍ରଥମ ପ୍ରସ୍ତୁତି ବୈଠକ ଶୁକ୍ରବାର ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri