ଲକ୍‌ଡାଉନ ପାଇଁ ଚିନ୍ତାରେ ଅଟୋ ଚାଳକ

କେଗାଁ,୧୦ା୫(ଡି.ଏନ.ଏ.): ଲକ୍‌ଡାଉନ ଯୋଗୁ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ଥିବା ଅଟୋ ଚାଳକ ଆର୍ଥିକ ଦୁର୍ଗତି ଦେଇ ଗତି କରୁଛନ୍ତି। ଅଟୋ ଚଳାଇ ପରିବାର ପ୍ରତିପୋଷଣ କରୁଥିବା ଏହି ଚାଳକମାନେ ଲକଡାଉନ ଯୋଗୁଁ ଘରେ ବସି ରହିଛନ୍ତି। ସେମାନଙ୍କ ପରିବାର ଭୋକଉପାସରେ ଦିନ କାଟୁଛନ୍ତି। ଅପରପକ୍ଷରେ ଋଣ କରି ଅଟୋ କିଣିଥିବାରୁ ଏବେ ପରିଶୋଧ କରିବା କାଠିକର ପାଠ ହୋଇଛି। ଏହି ପରିସ୍ଥିତିରେ ସମସ୍ତ ଅଟୋ ଚାଳକଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ସହ ଲକଡାଉନ ନ ଉଠିବା ଯାଏ ଋଣଟଙ୍କା ପରିଶୋଧରେ ମହଲତ ଦେବାକୁ ଗୋଲାମୁଣ୍ଡା ଅଟୋ ଚାଳକ ସଂଘ ଦାବି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ...

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ।...

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri