ବଡ଼ବିଲ, ୩୦ା୪(ସ୍ବ.ପ୍ର.)-ଲକ୍ଡାଉନ ପାଇଁ ବିଭିନ୍ନ ଦୋକାନ ଖୋଲିବା ନେଇ କଟକଣା ଲାଗିଥିବାବେଳେ ମଦ ବିକ୍ରି ଉପରେ ନିଷେଧାଦେଶ ଲାଗିଛି। ହେଲେ ଲୁଚାଛପାରେ ବିକ୍ରି ହେଉଛି ମହୁଲି ଓ ବିଦେଶୀ ମଦ। ବଡ଼ବିଲ ପୋଲିସ ଚଢ଼ାଉ କରି ୨ଦିନରେ ମୋଟ ୧୨ ବୋତଲ ବିଦେଶୀ ମଦ ଓ ୨୦ ଲିଟର ମହୁଲି ମଦ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ୪ଜଣ ଅଭିଯୁକ୍ତଙ୍କୁ ବୁଧବାର ଓ ଗୁରୁବାର ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡ଼ବିଲ ମୁଖ୍ୟ ବଜାରସ୍ଥିତ ଟୁରିଷ୍ଟ ଲଜ ମ୍ୟାନେଜର ଚନ୍ଦ୍ରସେନ ମହାନ୍ତ, ସହଯୋଗୀ ଛୋଟୁ ଗୁପ୍ତା, ଗାଢ଼ା ହଟିଂ ଅଞ୍ଚଳର କୈଳାଶ ପୂର୍ତ୍ତି ଏବଂ ଦଲକି ବସ୍ତିର ସୁରେଶ ମୁଣ୍ଡା। ବୁଧବାର ପୋଲିସ କୈଳାଶ ଓ ସୁରେଶଙ୍କ ନିକଟରୁ ମୋଟ ୨୦ ଲିଟର ମହୁଲି ମଦ ଜବତ କରିଛି। ସେହିପରି ଗୁରୁବାର ପୋଲିସ ଚନ୍ଦ୍ରସେନ ଓ ତାଙ୍କ ସହଯୋଗୀ ଛୋଟୁଙ୍କ ନିକଟରୁ ୧୨ ବୋତଲ ବିଦେଶୀ ମଦ ଜବତ କରିଛି। ସେମାନଙ୍କୁ ଯୋଗାଉଥିବା ଯୁବକଜଣକ ଫେରାର ହୋଇଯାଇଥିବା ଜଣାପଡିଛି।
Posted inଅପରାଧ, ଆମ ଜିଲା ଖବର, କେନ୍ଦୁଝର View All
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…
କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…
ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….
ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…
ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ
ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
Archives

