ଲକ୍‌ଡାଉନ ସମୟରେ ୧୪୯ଟି ରେକ୍‌ରେ ଚାଉଳ ପରିବହନ

ସମ୍ବଲପୁର, ୨୭।୪ (ବ୍ୟୁରୋ)- କରୋନା ମୁକାବିଲା ପାଇଁ ଲକ୍‌ ଡାଉନ ଜାରି ରହିଛି । ଏହି ସମୟରେ ସମ୍ବଲପୁର ରେଳମଣ୍ଡଳ ଅନବରତ ଭାବେ ଅତ୍ୟାବଶ୍ୟକ ସାମଗ୍ରୀ ଦେଶର ବିଭିନ୍ନ ପ୍ରାନ୍ତକୁ ପରିବହନ କରୁଛି । ଗତ ୨୪ ତାରିଖ ୧୪୯ଟି ରେକ୍‌ରେ ୭୩୩ ୱାଗନ୍‌ ଜରିଆରେ ୪ଲକ୍ଷ ୫୪ ହଜାର ୮୯୪ ଟନ୍‌ ଚାଉଳ ହୀରାକୁଦ, ବଲାଙ୍ଗୀର, ବରଗଡ ରୋଡ, ଡୁଙ୍ଗୁରିପାଲି, କେସିଙ୍ଗା, କଣ୍ଟାବାଞ୍ଜି, କୋମାଖାନ୍‌, ଖରିଆର ରୋଡ, ଜୁନାଗଡ ରୋଡ, ବେଲଷଣ୍ଡା ଷ୍ଟେଶନ ଗୁଡିକରୁ ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, କେରଳ, ତାମିଲନାଡୁ ରାଜ୍ୟକୁ ପଠାଯାଇଛି । ଗୁଡ୍‌ ସେଡ଼୍‌ ଗୁଡିକରେ ମାଲ ବୋଝେଇ ଓ ଖଲାସ ସମୟରେ ଶ୍ରମିକ ଏବଂ କର୍ମଚାରୀମାନେ ସାମାଜିକ ଦୂରତ୍ୱ ରକ୍ଷା କରୁଥିବା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଡା ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ବିଦ୍ୟୁତ୍ ସଂସ୍ପର୍ଶରେ ଆସି…

୧୭ ବର୍ଷରେ ୧୭ଶହରୁ ଅଧିକ ମଞ୍ଚରେ ଦଣ୍ଡନୃତ୍ୟ: ଚର୍ଚ୍ଚାରେ ଦେବେନ୍ଦ୍ର ନାଏକ

ଅମରପାଲି,୮ା୯(ପୀତାମ୍ବର ସାହୁ):ଦଣ୍ଡ ନୃତ୍ୟ, ଷୋଳ ସୁଆଙ୍ଗ ଓଡ଼ିଶାର ପ୍ରାଚୀନ ଲୋକକଳା ଓ ସଂସ୍କୃତିର ଏକ ଅନନ୍ୟ ପରିଚୟ। ଆଧୁନିକତାର ପ୍ରଭାବରେ ଏହି ପାରମ୍ପରିକ କଳା ଧୀରେ ଧୀରେ…

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri