ଲକ୍‌ଡାଉନ ହୋଇ ନ ଥିଲେ ୮.୨ ଲକ୍ଷରେ ପହଞ୍ଚିଥାଆନ୍ତା ସଂକ୍ରମଣ

ନୂଆଦିଲ୍ଲୀ,୧୨।୪(ଆଇଏଏନ୍‌ଏସ୍‌): ଲକ୍‌ଡାଉନ ଓ ଅନ୍ୟାନ୍ୟ ପ୍ରତିକାରମୂଳକ ପଦକ୍ଷେପ ଯୋଗୁ ଭାରତରେ କରୋନା ସଂକ୍ରମଣ ହାର ଯଥେଷ୍ଟ କମ୍‌ ରହିଛି। ତାହା ହୋଇ ନ ଥିଲେ ଏପ୍ରିଲ ୧୫ ସୁଦ୍ଧା ଦେଶରେ ସଂକ୍ରମଣ ସଂଖ୍ୟା ୮.୨ ଲକ୍ଷରେ ପହଞ୍ଚିଥାଆନ୍ତା ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିପରି ଲକ୍‌ଡାଉନ ନ ହୋଇ କେବଳ ପ୍ରତିକାରମୂଳକ ପଦକ୍ଷେପ ନେଇଥିଲେ ଏହି ସଂଖ୍ୟା ୧.୨ ଲକ୍ଷ ହୋଇଥାନ୍ତା ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ୍‌ ଅଗ୍ରଓ୍ବାଲ କହିଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୦୩୫ ନୂଆ ମାମଲା ଓ ୪୦ ଜଣଙ୍କ ମୃତ୍ୟୁ ସହ ମୋଟ ସଂକ୍ରମଣ ସଂଖ୍ୟା ୭୪୪୭ ଏବଂ ମୃତ୍ୟୁସଂଖ୍ୟା ୨୩୯ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ୬୪୨ ଜଣ ସୁସ୍ଥ ହେଲେଣି। ଦେଶରେ କରୋନା ରୋଗୀଙ୍କ ଲାଗି ୧ ଲକ୍ଷ ଆଇସୋଲେଶନ ବେଡ୍‌ ଏବଂ ୧୧,୫୦୦ ଆଇସିୟୁ ବେଡ୍‌ ସଂରକ୍ଷିତ ରହିଛି। କେନ୍ଦ୍ର ଓ ରାଜ୍ୟ ସ୍ତରରେ ୫୮୭ଟି କୋଭିଡ୍‌-୧୯ ହସ୍ପିଟାଲ କାର୍ଯ୍ୟ କରୁଛନ୍ତି। ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌) ରିପୋର୍ଟ ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ୧,୭୧,୭୧୮ ନମୁନା ପରୀକ୍ଷା କରାଯାଇଛି। ଉଭୟ ସରକାରୀ ଓ ବେସରକାରୀ ଲାବ୍‌ରେ ଶୁକ୍ରବାର ୧୬,୫୬୪ଟି ନମୁନା ପରୀକ୍ଷା କରାଯାଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri