ଲକ୍‌ଡାଉନ: ୨ଟା ଯାଏ ଖୋଲିବ ଆର୍‌ଟିଓ

କଟକ ଅଫିସ,୨୧।୭: ରାଜ୍ୟର ଖୋର୍ଦ୍ଧା, କଟକ, ଗଞ୍ଜାମ ଓ ଯାଜପୁର ଜିଲା ସହ ରାଉରକେଲା ସହରାଞ୍ଚଳରେ ରାଜ୍ୟ ସରକାର ଜୁଲାଇ ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ ଜାରି କରିଛନ୍ତି। ଏଣୁ ଏହି ଅଞ୍ଚଳରେ ଥିବା ପରିବହନ କାର୍ଯ୍ୟାଳୟଗୁଡ଼ିକ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲା ରହିବ। ଏନେଇ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ନିର୍ଦ୍ଦେଶନାମା ଜାରି କରିଛି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ୩୩ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟାଳୟ ଖୋଲିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସକାଳ ୬ରୁ ଅପରାହ୍ନ ୧ଟା ଯାଏ ଲକ୍‌ଡାଉନ ଲାଗୁ କରାଯାଇଛି। ସେହିଭଳି ବ୍ୟାଙ୍କଗୁଡ଼ିକ ମଧ୍ୟ ସକାଳ ୮ରୁ ଅପରାହ୍ନ ୨ଟା ଯାଏ ଖୋଲୁଛି। ଏହି ଦୃଷ୍ଟିରୁ ପରିବହନ କାର୍ଯ୍ୟାଳୟ ମଧ୍ୟ ଦିନ ୨ଟା ଯାଏ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭୁବନେଶ୍ୱର-୧, ଭୁବନେଶ୍ୱର-୨, କଟକ, ଗଞ୍ଜାମ, ଭଞ୍ଜନଗର, ରାଉରକେଲା, ଚଣ୍ଡିଖୋଲ ଏବଂ ଯାଜପୁର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଓ ଖୋର୍ଦ୍ଧା ଏଆର୍‌ଟିଓ ଏହି ନୂଆ ସମୟ ଅନୁଯାୟୀ କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri