ଲକ୍‌ଡାଉନକୁ ନେଇ ବସ୍ତା ପ୍ରଶାସନର ବୈଠକ: ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ବସ୍ତା,୨୬।୩(ଡି.ଏନ୍‌.ଏ): କରୋନା ମୁକାବିଲା ଲାଗି ଲକ୍‌ଡାଉନ୍‌ ଘୋଷଣା ପରେ ଏହାକୁ କଡ଼ାକଡି ଭାବେ କାର୍ଯ୍ୟକାରୀ କରାଯାଉଛି। ଏ ନେଇ ବୁଧବାର ଅପରାହ୍ନରେ ବାଲେଶ୍ୱର ଜିଲା ବସ୍ତା ପ୍ରଶାସନର ଜରୁରୀ ବୈଠକ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଡିଓ କୁକୁମୀନା ଦାସ, ତହସିଲଦାର କାର୍ତ୍ତିକ ଚନ୍ଦ୍ର ଦାଶ, ଥାନା ଆଇଆଇସି ମାନସ କୁମାର ଦେଓ, ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଡା. ଦେବବ୍ରତ ଜେନା ପ୍ରମୁଖ ମିଳିତ ହୋଇ ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ପଦକ୍ଷେପ ସ୍ବରୂପ ଅତ୍ୟାବଶ୍ୟକ ବିଭିନ୍ନ ଦୋକାନ କେବଳ ସକାଳ ୭ଟାରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ। ସାମଗ୍ରୀ କିଣିବା ସମୟରେ ୧ ମିଟର ଦୂରତା ଅବଲମ୍ବନ କରିବେ । ତେଜରାତି ଦୋକାନଗୁଡ଼ିିକ ପୂର୍ବଭଳି ଖୋଲା ରହିବ। ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦର ବଢ଼ାଇଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?