ଲକ୍‌ଡାଉନ୍‌: ଅନ୍‌ଲାଇନରେ ଯୋଗ ଶିଖାଇବେ ମଲାଇକା

ମୁମ୍ବାଇ: ବଲିଉଡ୍‌ର ଫିଟ୍‌ନେସ୍‌ କୁଇନ୍‌ ମଲାଇକା ଆରୋରା, ହଲିଉଡ୍‌ ଆକ୍ଟ୍ରେସ୍‌ ଜେନିଫର ଲୋପେଜ୍‌, ଏଲେକ୍ସ ରୋଡ୍ରିଗେଜ, ମାର୍କ ମସ୍ତ୍ରୋବ ଓ ଐଶ୍ୱର୍ଯ୍ୟ ଧନୁଷ ୧୪ ଦିନିଆ ଇମ୍ୟୁନିଟି ବିଲ୍‌ଡର ପ୍ରୋଗ୍ରାମରେ ଯୋଡି ହୋଇ ଯାଇଛନ୍ତି। ମଲାଇକା ଆରୋରାଙ୍କ ଯୋଗ ଓ ଓ୍ବେଲନେସ ଷ୍ଟୁଡିଓ ଚେନ ସର୍ବ ଦ୍ୱାରା ଆରମ୍ଭ କରାଯାଇଥିବା ଏହି କାର୍ଯ୍ୟକ୍ରମରେ ସେଲିବ୍ରିଟିମାନେ ଲୋକଙ୍କୁ ଯୋଗ ଶିଖାଇବେ ବୋଲି ଜଣାପଡିଛି। ଲକ୍‌ଡାଉନ୍‌ କାରଣରୁ ଘରେ ବସି ରହିଥିବା ଲୋକଙ୍କୁ ଅନ୍‌ଲାଇନରେ ଏମାନେ ଓ୍ବାର୍କ ଆଉଟ୍‌ କରି ଫିଟ୍‌ ରଖିବାକୁ ଚେଷ୍ଟା କରୁଥବା ଜଣାପଡିଛି। ତେବେ ଭାରତୀୟଙ୍କ ପାଇଁ ଏବେ ଆକର୍ଷଣର କେନ୍ଦ୍ର ପାଲଟିଛନ୍ତି ମଲାଇକା ଆରୋରା। ତାଙ୍କ ସଂସ୍ଥା ଦ୍ୱାରା କରାଯାଇଥିବା ଏହି କାର୍ଯ୍ୟକ୍ରମ ପ୍ରାୟ୨୫ଟି ଦେଶରେ ଏକ ମାସ ମଧ୍ୟରେ ୭.୫ ହଜାର ଲାଇଭ୍‌ ସେଶନ କରିବାକୁ ଲକ୍ଷ୍ୟ ରଖିଛି। ଏଥିରେ ପ୍ରାୟ ୫୦ ଜଣ ପ୍ରଶିକ୍ଷକଙ୍କୁ ସାମିଲ କରାଯାଇଥିବା କୁହାଯାଉଛି। ଗାୟିକା, ନୃତ୍ୟଶିଳ୍ପୀ ଓ ଅଭିନେତ୍ରୀ ଜେନିଫର କହିଛନ୍ତି ସାରା ବିଶ୍ୱ ଆଜି କରୋନା ମହାମାରୀ ପାଇଁ ଗୋଟିଏ ରାସ୍ତାରେ ଠିଆ ହୋଇଛି। ଏଭଳି ସ୍ଥିତିରେ ଘରେ ରହି ଯୋଗ ମାଧ୍ୟମରେ ଆମେ ସୁସ୍ଥ ରହିପାରିବା ସବୁଠାରୁ ଖୁସିର କଥା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri