ଲକ୍‌ଡାଉନ୍‌ ଉଲ୍ଲଙ୍ଘନକାରୀ ୧୧ ଜଣଙ୍କ ନାମରେ ମାମଲା

ପାଟପୁର,୨୭।୩(ଡି.ଏନ୍‌.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ନିୟମକୁ ଉଲ୍ଲଙ୍ଘନ କରି ଗଞ୍ଜାମ ଜିଲା ପାଟପୁର ପୋଲିସ ଦୁଇଟି ମାମଲା ରୁଜୁ କରି ୧୧ଜଣଙ୍କୁ ଗୁରୁବାର ସନ୍ଧ୍ୟାରେ ଗିରଫ କରିଛି। ସେମାନେ ହେଲେ ବାସୁଦେବପୁର ଗ୍ରାମର ସନ୍ତୋଷ ମିଶ୍ର, ରାମଚନ୍ଦ୍ରପୁର ଗ୍ରାମର ସନ୍ୟାସୀ ଦଳାଇ, ପାଟପୁର ଗ୍ରାମର ରବୀନ୍ଦ୍ର ନାଥ ସାହୁ, ଜୟରାମ ସାହୁ, ମନୋଜ ସ୍ବାଇଁ, ଗାଣ୍ଡୁ ସାହୁ, ହରି ମହାକୁଡ, ମନୁ ସ୍ବାଇଁ, ମିଟୁ, ଅରକ୍ଷିତ ମହାନ୍ତି ଓ ଟୁକୁନା ବେହେରା। ଆଇନ ଅନୁଯାୟୀ ଏମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଦିଗପହଣ୍ଡିରେ ମାତିଛି ପାଗଳା କୁକର, ଲୋକେ ଆତଙ୍କିତ

ଦିଗପହଣ୍ଡି, ୧୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ପାଗଳା କୁକୁର କାମୁଡିବା ଘଟଣାକୁ ନେଇ ଆତଙ୍କ ଖେଳିଯାଇଛି। ଦିଗପହଣ୍ଡି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ତାମିଲନାଡୁରେ ନିର୍ଯାତିତ ହେଉଥିଲେ ୩ ଓଡ଼ିଆ ଶ୍ରମିକ, ଉଦ୍ଧାର କଲା ଦିଗପହଣ୍ଡି ପୋଲିସ ଟିମ୍‌ 

ଦିଗପହଣ୍ଡି,୧୦ା୨(ଅଶେଷ ନାଥ ମିଶ୍ର)-ସୁଦୂର ତାମିଲନାଡୁ ତିରିପୁର ଜିଲା ପଙ୍ଗାଲୁ ଗ୍ରାମ ନିକଟ ଏକ ପାଣି ବୋର୍‌ ୱେଲ୍‌ ଗ୍ୟାରେଜର ଏକ ଘର ମଧ୍ୟରୁ ମଙ୍ଗଳବାର ସକାଳେ ଦିଗପହଣ୍ଡି…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri