ଲକ୍‌ଡାଉନ୍‌ ନିୟମ ନମାନି ତଣ୍ଡ ଗଣିଲେ ଦୋକାନୀ

ଗଞ୍ଜାମ,୫।୬(ଡି.ଏନ୍‌.ଏ.): କରୋନା ପାଇଁ ଲକ୍‌ଡାଉନ୍‌ ଚାଲିଥିବା ବେଳେ ବିଭିନ୍ନ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି l ସକାଳ ୭ରୁ ସା ୭ଟା ପର୍ଯ୍ୟନ୍ତ ଦୋକାନବଜାର ଖୋଲିବାକୁ ନିୟମ ରହିଛି। ମାତ୍ର ଏହି ନିୟମକୁ ଉଲ୍ଲଂଘନ କରିଥିବା ଜଣେ ତେଜରାତି ଦୋକାନୀଙ୍କଠାରୁ ଶୁକ୍ରବାର ରାତିରେ ଗଞ୍ଜାମ ଏନ୍‌ଏସି ପ୍ରଶାସନ ଜରିମାନା ଆଦାୟ କରିଛି। ଦୋକାନୀ ଜଣକ ହେଲେ ନାରାୟଣ ପ୍ରଧାନ।
ସୂଚନାଯୋଗ୍ୟ, ଶୁକ୍ରବାର ରାତିରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସଙ୍କ ନେତୃତ୍ୱରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରଯାଇଥିଲା। ଜାତୀୟ ରାଜପଥ ପାର୍ଶ୍ୱ ପୁଇଁତୋଳା ଛକଠାରେ ବିଳମ୍ବିତ ରାତ୍ର ପର୍ଯ୍ୟନ୍ତ ନାରାୟଣ ଦୋକାନ ଖୋଲି ବିକ୍ରି କରୁଥିଲେ। ଏ ନେଇ ତାଙ୍କୁ ୫୦୦ଟଙ୍କା ତଣ୍ଡ ଗଣିବାକୁ ପଡ଼ିଥିଲା। ଚଢ଼ାଉ ସମୟରେ ବିପିନ ଚନ୍ଦ୍ର ବାରିକ, କୃଷ୍ଣ ଚନ୍ଦ୍ର ବୈଦ୍ୟ, ମିଲନ୍‌ ମୋହନ ମୁର୍ମୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ…

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri