ଲକ୍‌ଡାଉନ୍‌ ସମୟରେ ଆଗୁଆ ୪ ମାସର ଭତ୍ତା ପାଇ ହିତାଧିକାରୀ ଖୁସି

ଆରଡି,୨୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସୁନ୍ଦରପୁର ପଞ୍ଚାୟତରେ ବିଭିନ୍ନ ବର୍ଗର ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଛି । ଶୁକ୍ରବାର ପଞ୍ଚାୟତର ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୟ ଦାସ, ନୋଡାଲ ଅଫିସର ଇ. ପ୍ରଭାତ ବେହେରା ଘରଘର ବୁଲି ହିତାଧିକାରୀଙ୍କୁ ୪ ମାସର ଭତ୍ତା ବାଣ୍ଟିଛନ୍ତି । ଲକ୍‌ଡାଉନ୍‌ ସମୟରେ ଏକକାଳୀନ ୪ ମାସର ଭତ୍ତା ପାଇ ହିତାଧିକାରୀ ଖୁସି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri