ଲକ୍‌ଡାଉନ୍‌ ସମୟରେ ଜାରି ରହିବ କୃଷି, ମନରେଗା କାର୍ଯ୍ୟ; ସାମାଜିକ ଦୂରତ୍ୱ ରକ୍ଷା ଉପରେ ଦିଆଯିବ ଗୁରୁତ୍ୱ

ଭୁବନେଶ୍ୱର,୯।୪(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ଲଗାଯାଇଥିବା ୨୧ ଦିନିଆ ଲକ୍‌ଡାଉନ୍‌ ଅବଧି ଆସନ୍ତା ଏପ୍ରିଲ ୧୪ ତାରିଖରେ ଶେଷ ହୋଇଥାନ୍ତା। ହେଲେ ଏହାକୁ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ବସିଥିବା କ୍ୟାବିନେଟ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ସୂଚନା ଦେଇଛନ୍ତି।

ଏହାଛଡ଼ା ମୁଖ୍ୟମନ୍ତ୍ରୀ କହିଛନ୍ତି, ବାହାରେ ତଥା ବିଭିନ୍ନ ରାଜ୍ୟରେ ରହିଥିବା ଓଡ଼ିଆମାନଙ୍କ ଯତ୍ନ ନେବା ପାଇଁ ସେସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। ସରକାର ମଧ୍ୟ ଓଡ଼ିଶାରେ ରହିଯାଇଥିବା ଅନ୍ୟ ରାଜ୍ୟର ଶ୍ରମିକମାନଙ୍କ ଯତ୍ନ ନେଉଛନ୍ତି। ଏହି ସମୟରେ କୃଷି କାର୍ଯ୍ୟ ଜାରି ରହିବ। ଗରିବ ଲୋକଙ୍କୁ ରୋଜଗାର ଏନ୍‌ଆର୍‌ଜିଏସ୍‌(ମନରେଗା) କାର୍ଯ୍ୟକ୍ରମ ଜାରି ରହିବ। କିନ୍ତୁ ଏଥିରେ ସାମାଜିକ ଦୂରତ୍ୱ ରକ୍ଷା ଉପରେ ବିଶେଷ ଗୁରୁତ୍ୱ ଦିଆଯିବ। ଲୋକଙ୍କ ଖାଦ୍ୟ ନିରାପତ୍ତା ରାଜ୍ୟ ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ତେଣୁ ଲକ୍‌ଡାଉନ୍‌ ସମୟରେ ଯେପରି ମାଲ୍‌ ପରିବହନରେ ବାଧା ସୃଷ୍ଟି ନହୋଇଛି ସେଥିପ୍ରତି ସରକାର ପଦକ୍ଷେପ ନେଇଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

ଅନଶନରେ ଯୋଗଦେବା ପାଇଁ ଅଭିନେତାମାନଙ୍କୁ ଟଙ୍କା ଦିଆଯାଉଛି? ହଇଚଇ ସୃଷ୍ଟି କରିଛି ଅଭିନେତ୍ରୀ ଆକାଂକ୍ଷା ପୁରୀଙ୍କ ବୟାନ

ନୂଆଦିଲ୍ଲୀ,୨୪।୭: ଛାତ୍ର ଆନ୍ଦୋଳନ ମଧ୍ୟରେ ‘ବିଗ ବସ ଓଟିଟି’ ଫେମ ଆକାଂକ୍ଷା ପୁରୀ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ‘ବିଘ୍ନହର୍ତା ଗଣେଶ’ରେ ଦେବୀ ପାର୍ବତୀ ଭୂମିକାରେ ଅଭିନୟ…

CJP ସହ ବୈଠକ ପରେ ନଡ୍ଡାଙ୍କ ବଡ଼ ବୟାନ! ‘୩ ଦାବି, ୫ ପ୍ରସ୍ତାବ ମିଳିଛି’, କାଲି ହେବ…

ନୂଆଦିଲ୍ଲୀ,୨୪ା୭: NEET ପରୀକ୍ଷାରେ ଅନିୟମିତତା ଅଭିଯୋଗରୁ ସୃଷ୍ଟି ହୋଇଥିବା ପ୍ରତିବାଦ ଏବେ ଧୀରେ ଧୀରେ ସାରା ଦେଶରେ ବ୍ୟାପିବାରେ ଲାଗିଛି । ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟ…

ସରିଲା ଛେରାପହଁରା, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଘର ବାହୁଡିବେ ଜଗତ ନିୟନ୍ତା ଶ୍ରୀଜଗନ୍ନାଥ। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ।…

୧୦ ବର୍ଷ ଜେଲ୍, ୧୦ କୋଟି ଜରିମାନା: ପେପର ଲିକ୍ ବିରୋଧରେ ସରକାରଙ୍କ କଠୋର ଆଇନ, କ୍ୟାବିନେଟ୍‌ର ମଞ୍ଜୁରୀ

ନୂଆଦିଲ୍ଲୀ,୨୪ା୭: ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ପେପର ଲିକ୍ ବିଲ୍ ସଂଶୋଧନ’କୁ ମଞ୍ଜୁରୀ ଦିଆଯାଇଛି। ଏଥିରେ ପେପର ଲିକ୍ ମାଫିଆଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri