ଲକ୍‌ଡାଉନ୍‌: ସରକାରଙ୍କ ସାହାଯ୍ୟ ଲୋଡିଲେ ରୂପଜୀବୀ

ନାସିକ,୫ ।୪: କରୋନା ଭାଇରସ କାରଣରୁ ସାରା ଦେଶରେ ଲକ୍‌ଡାଉନ୍ ଘୋଷଣା କରାଯାଇଛି । ଫଳରେ ଅନେକ ଲୋକଙ୍କ ଜୀନଜୀବିକା ଉପରେ ଏହାର ପ୍ରଭାବ ପଢିଛି । ଏହି ସମୟରେ ସରକାରଙ୍କ ପକ୍ଷରୁ ବିପଏଲ୍ ପରିବାରକୁ ଚାଉଳ, ଗହମ ଆଦି ଯୋଗାଇ ଦିଆଯାଉଥିବା ବେଳେ ରୂପଜୀବୀମାନେ ସେମାନଙ୍କ ଜୀବନ ଜୀବିକାକୁ ନେଇ ସରକାରଙ୍କର ସାହାଯ୍ୟ ଲୋଡିଛନ୍ତି । ମହାରାଷ୍ଟ୍ର ନାସିକ ଭଦ୍ରକାଳୀରେ ରହୁଥିବା ରୂପଜୀବୀମାନେ କହିଛନ୍ତି ସେମାନଙ୍କ ପାଖରେ ଆଧାର, ରାଶନ କାର୍ଡ ଆଦି ଥିଲେ ମଧ୍ୟ ସେମାନଙ୍କୁ ସରକାରଙ୍କ ତରଫରୁ କୌଣସି ସୁବିଧା ମିଳୁନାହିଁ । ଏହି ସମୟରେ ସେମାନଙ୍କର କୌଣସି ଆୟ ନ ଥିବାରୁ ଆଉ ଯେଉଁମାନଙ୍କର ସଂସାର ରହିଛି ସେମାନଙ୍କୁ ସରକାର ସାହାଯ୍ୟ କରନ୍ତୁ ବୋଲି ସେ ଗଣମାଧ୍ୟମକୁ କହିଛନ୍ତି । ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ଉତ୍ତର କୋଲକାତାର ସୋନାଗାଛି ଓ ଦିଲ୍ଲୀର ଜିବି ରୋଡରେ ଥିବା ରୂପଜୀବୀମାନେ ମଧ୍ୟ ସରକାରଙ୍କ ନିକଟରେ ସମାନ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ଏଲନ ମସ୍କ: ହେଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି

ଓ୍ବାଶିଂଟନ୍‌,୪।୨: ଟେସଲା ମାଲିକ ଏଲନ ମସ୍କ ଇତିହାସ ରଚିଛନ୍ତି। ମହାକାଶ କମ୍ପାନୀ ସ୍ପେସଏକ୍ସ (SpaceX) ତାଙ୍କର AI ଏବଂ ସୋସିଆଲ ମିଡିଆ ଫାର୍ମ xAI ଅଧିଗ୍ରହଣ କରିବା…

ସୁନା ସଫା ପାଉଡର ବିକ୍ରି ବାହାନାରେ ଆସିଲେ, ମହିଳାଙ୍କଠୁ ସୁନା ଗହଣା ଲୁଟ୍ କରି….

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକାର ଏକ କଲୋନୀରେ ସୁନା ସଫା ପାଉଡର ବିକ୍ରି ନାଁରେ ଲୁଟ୍ କଲେ ଦୁର୍ବୃତ୍ତ । ଜଣେ ମହିଳାଙ୍କ…

ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍‌ଡୋଜର: ଜବରଦଖଲ ଉଚ୍ଛେଦ 

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି  ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ…

କୂଅରୁ ମିଳିଥିଲ ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ମୋଦିଙ୍କୁ ସିଧା ଟାର୍ଗେଟ କଲେ ପ୍ରିୟଙ୍କା, କହିଲେ ଡର ଲାଗୁଛି…

ନୂଆଦିଲ୍ଲୀ,୪।୨: ସଂସଦର ବଜେଟ ଅଧିବେଶନରେ ଲଗାତାର ଦ୍ୱିତୀୟ ଦିନ ପାଇଁ ଲୋକ ସଭା କାର୍ଯ୍ୟ ସ୍ଥଗିତ ରହିଥିଲା। ମଙ୍ଗଳବାର ରାହୁଲ ଗାନ୍ଧୀଙ୍କ ଭାଷଣ ବାଧାପ୍ରାପ୍ତ ହୋଇଥିଲା। ଏହି…

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା…

କାମରେ ଲାଗୁନି ‘ଆମ ଶୌଚାଳୟ’, ଅସୁବିଧା ଭୋଗୁଛନ୍ତି ଯାତ୍ରୀ

ଧର୍ମଶାଳା,୪।୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବସ୍‌ ରହଣି ସ୍ଥାନରେ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ରହିଥିବା ଶୌଚାଳୟ କାମରେ ଲାଗୁନି। ଏହା ଅପରିଷ୍କାର ଭାବେ ଅଳିଆ ଆବର୍ଜନା…

କ୍ରମାଗତ ହ୍ରାସ ପୁଣି ବଢ଼ିଲା ସୁନା-ରୁପା ଦର: ଜାଣନ୍ତୁ କେତେ ହେଲା

ନୂଆଦିଲ୍ଲୀ,୪।୨: କ୍ରମାଗତ ହ୍ରାସ ପରେ ବୁଧବାର ପୁଣି ବଢ଼ିଛି ସୁନା, ରୁପା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୬ ହଜାର ୬୬୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri