ଲକ୍‌ଡାଉନ୍‌ରେ କେତେକ ଘରେ ରାମାୟଣ ଦେଖୁଥିବାବେଳେ ଗରିବ ଭିଟାମାଟିକୁ ଫେରିବା ପାଇଁ କରୁଛନ୍ତି ପ୍ରୟାସ: କପିଲ୍‌ ସିବଲ୍‌

ନୂଆଦିଲ୍ଲୀ,୧।୪: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ସମୟରେ କେତେକ ଘରେ ବସି ରାମାୟଣ ଦେଖୁଥିବାବେଳେ ବାହାର ରାଜ୍ୟକୁ କାମଧନ୍ଧା ପାଇଁ ଯାଇଥିବା ଲୋକେ ଭିଟାମାଟିକୁ ଫେରିବାର ପ୍ରୟାସ ଜାରି ରଖିଛନ୍ତି। ଏନେଇ କଂଗ୍ରେସ ପକ୍ଷରୁ କପିଲ୍‌ ସିବଲ୍‌ ଟୁଇଟ୍‌ କରି ଏଭଳି ମାର୍ମିକ ମନ୍ତବ୍ୟ ଦେଇଛନ୍ତି। ସିବଲଙ୍କ ଏହି ମନ୍ତବ୍ୟ ବହୁ ୟୁଜରଙ୍କୁ ବେଶ୍‌ ଭାବୁକ କରିଛି। ଗୋଟିଏ ସମୟରେ ଭାରତର ଦୁଇଟି ଭିନ୍ନ ଭିନ୍ନ ଦୃଶ୍ୟ କିଭଳି ମନରେ ଭାବାବେଗ ସୃଷ୍ଟି କରୁଛି ତାହା ସିବଲ ଦର୍ଶାଇଛନ୍ତି। କିଛି ଲୋକ ଘରେ ବନ୍ଦ ରହି ସାମାଜିକ ଦୂରତା ଅବଲମ୍ବନ କରୁଥିବା ସମୟରେ ଗରିବ ନିଜ ଘରକୁ ଫେରିବା ପାଇଁ ବାହାରେ ରହି ସଂଘର୍ଷ କରୁଛନ୍ତି। ସେମାନେ ବିନା ଖାଦ୍ୟ ବିନା ଆଶ୍ରୟରେ ବେଶ୍‌ ସଙ୍କଟ ଦେଇ ଗତି କରୁଛନ୍ତି ବୋଲି ସିବଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri