ଲକ୍‌ଡାଉନ୍‌ରେ ଚିତ୍ରଶିଳ୍ପୀଙ୍କୁ କାମ ଯୋଗାଇଲା ଏନ୍‌ଏସି

ବାଲିଗୁଡ଼ା,୨୮ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ପରେ କାମ ନ ପାଇ ହାତବାନ୍ଧି ବସିଥିବା ବାଲିଗୁଡା ଟାଉନର ୪୦ରୁ ଉର୍ଦ୍ଧ୍ୱ ଚିତ୍ରଶିଳ୍ପୀଙ୍କୁ ସହାୟତାର ହାତ ବଢ଼ାଇଛି ଏନ୍‌ଏସି। ଏନ୍‌ଏସି ଅଧ୍ୟକ୍ଷ ଲୋକନାଥ ପାଢ଼ୀ ଅଞ୍ଚଳର ସମସ୍ତ ଚିତ୍ରଶିଳ୍ପୀଙ୍କୁ ଏକାଠି କରି ସହରକୁ ସରସ ସୁନ୍ଦର କରିବା ସହ କରୋନା ସଚେତନତା ପାଇଁ କାନ୍ଥଚିତ୍ର ଆରମ୍ଭ କରିଛନ୍ତି। ମେଡିକାଲ ଛକରୁ ଏହା ଆରମ୍ଭ କରାଯାଇଛି। ସ୍ଥାନୀୟ ଏନ୍‌ଏସି ତରଫରୁ ଆଗାମୀ ଦିନରେ କଳାକାରଙ୍କ ପାଇଁ ବହୁତ କାମ ଯୋଗାଇ ଦିଆଯିବ। ଆଗାମୀ ଦିନରେ ଟାଉନର ୫୯ନଂ. ଜାତୀୟ ରାଜପଥ ଉଭୟ ପାର୍ଶ୍ୱରେ ମଧ୍ୟ ଏଭଳି କାନ୍ଥଚିତ୍ର କରାଯିବ ବୋଲି ଅଧ୍ୟକ୍ଷ ପାଢ଼ୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri