ଲକ୍‌ଡାଉନ୍‌ରେ ସକ୍ରିୟ ଚୋରା ମଦ ବେପାରୀ: ୪ ମହୁଲି ମଦ ଭାଟି ଭାଙ୍ଗିଲା ଜି.ଉଦୟଗିରି ପୋଲିସ

ଜି.ଉଦୟଗିରି,୧୯।୪(ଡି.ଏନ୍‌.ଏ.): କରୋନା ମୁକାବିଲାକୁ ନେଇ ଜାରି ରହିଥିବା ଲକ୍‌ ଡାଉନ୍‌ ସମୟରେ ପ୍ରାୟ ସବୁକିଛି ବନ୍ଦ ରହିଛି। ଏହାର ସୁଯୋଗ ନେଇ ଚୋରା ମଦ ବେପାରୀ ଜଙ୍ଗଲ ଭିତରେ ମଦ ଭାଟି କରି ମଦ ପ୍ରସ୍ତୁତ କରୁଛନ୍ତି। ତେଣୁ ଜି.ଉଦୟଗିରି ପୋଲିସ ତରଫରୁ ସହରରେ ଆଇନ ଶୃଙ୍ଖଳା ରକ୍ଷା କରିବା ସହ ଚୋରା ମଦ ଜବତ ଅଭିଯାନ ମଧ୍ୟ ଆରମ୍ଭ ହୋଇଯାଇଛି । କିଛିଦିନ ପୂର୍ବେ କନବାଗିରି ଜଙ୍ଗଲରେ ମଦ ଭାଟି ଭଙ୍ଗା ଯାଇଥିବା ବେଳେ। ରବିବାର ସକାଳୁ ପୋଲିସ ଆଇଆଇସି ଧିରଜ କୁମାର ଲେଙ୍କା ସଦଳବଳେ ରଟିଙ୍ଗିଆ ପଞ୍ଚାୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ଜଙ୍ଗଲ ଭିତରେ ୪ ଟି ସ୍ଥାନରେ ବେଆଇନ ମହୁଲି ମଦ ଭାଟି ଥିବା ଖବରପାଇ ଜଙ୍ଗଲ ଭିତରେ ଭାଟି ଗୁଡିକୁ ଭାଙ୍ଗି ନଷ୍ଟ କରିଦେଇଥିଲେ । ଘଟଣାସ୍ଥଳଗୁଡିକରେ କେହି ନ ଥିବା ଯୋଗୁ କିଏ ଏସବୁ କରିଛି ହଠାତ ଜଣା ପଡି ନ ଥିଲେ ମଧ୍ୟ ଘଟଣାର ତଦନ୍ତ କରାଯାଉଛି ବୋଲି ପୋଲିସ ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri