ମାର୍ଶାଘାଇ, ୨୭।୧୦ (ଡି.ଏନ୍.ଏ.)- ଲଘୁଚାପ ପ୍ରଭାବରେ ଉପକୂଳ ଅଞ୍ଚଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ ବହୁ କ୍ଷୟକ୍ଷତି ଘଟିଛି। ମାର୍ଶାଘାଇ ବ୍ଲକର ତାଳସଙ୍ଗା ଗ୍ରାମରେ ଲଗାଣ ବର୍ଷା ପରେ କାନ୍ଥ ଭୁଷୁଡ଼ି ପଡ଼ିବାରୁ ଅନ୍ନଦା ପ୍ରସାଦ ଲେଙ୍କା (୬୩) ଗୁରୁତର ହୋଇଚନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା View All
ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର
ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…
ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି
କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…
ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର
ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…
କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ
ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…
ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ
ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…
ଧରାପଡ଼ିଲେ ନକଲି ଏମ୍ଭିଆଇ
ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…
ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ
ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…
କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ
ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍ଡି (PhD) ଡିଗ୍ରୀ ହାସଲ…

