ଲଗାଣ ବର୍ଷା: କାନ୍ଥ ପଡ଼ି ୪ ଆହତ

ପାଟପୁର,୫।୯(ଡି.ଏନ.ଏ.): ସାନଖେମୁଣ୍ଡି ବ୍ଲକ୍‌ ଟି.ଗୋବିନ୍ଦପୁର ପଞ୍ଚାୟତ ନବକୃଷ୍ଣପୁର ଗ୍ରାମରେ ଲଗାଣ ବର୍ଷାରେ ମଙ୍ଗଳବାର ରାତିରେ କାନ୍ଥ ପଡି ଗୋଟିଏ ପରିବାରର ୪ ଜଣ ଆହାତ ହୋଇଛନ୍ତି ା ସେମାନେ ହେଲେ ପନିନା ଶବର, ସୁଶିଳା ଶବର, ଉମେଶ ଶବର ଓ ଟିଙ୍ଗିରି ଶବର। ଘର ଭିତରେ ଖାଇ ବସିଥିବା ସମୟରେ ରାତି ପ୍ରାୟ ୧୦ଟାରେ ଇଟା କାନ୍ଥ ପଡିଯାଇଥିଲା। ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ପନିନା ଓ ସୁଶିଳାଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଥିବା ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri