ଲଗାତାର ୬୦ ଥର ଥରିଲା ତୁର୍କୀ: ଚାପି ହୋଇ ୧୮ଜଣଙ୍କ ଜୀବନ ଗଲା

ଆଙ୍କରା,୨୫।୧: ତୁର୍କୀରେ ଶୁକ୍ରବାର ବିଳମ୍ବିତ ରାତ୍ରରେ ଲଗାତାର ୬୦ ଥର ଭୂକମ୍ପ ଅନୁଭୁତ ହୋଇଛି। ସେଥିମଧ୍ୟରେ ୧୫ଥର ବଡ଼ ଧରଣର ଭୂକମ୍ପ ହୋଇଛି। ଏଥିରେ ୧୮ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏଥିରେ ୫୦୦ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। କିଛି ଲୋକ ମାଟିତଳେ ଚାପିହୋଇ ରହିଥିବାରୁ ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଥିବା ସ୍ଥାନୀୟ ପ୍ରଶାସନ କହିଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୮ ଥିଲା ବୋଲି ଆମେରିକା ଭୂଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥାନୀୟ ସମୟ ରାତ୍ର ୮ଟାରେ ଭୂକମ୍ପ ହୋଇଥିଲା। ପ୍ରତି ୪୦ ସେକେଣ୍ଡରେ ଲଗାତାର ଭୂକମ୍ପ ହେବା ଯୋଗୁ ବହୁ କୋଠାରେ ଫାଟ ସୃଷ୍ଟି ହୋଇଛି। ଲୋକେ ଆତଙ୍କିତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ସିବରିସ୍‌ ସହରର ୧୦ କିମି ଅଞ୍ଚଳ ମଧ୍ୟରେ ଭୂକମ୍ପର ତୀବ୍ରତା ଅଧିକ ଥିଲା। ସୂଚନାଯୋଗ୍ୟ, ୨୧ ବର୍ଷ ତଳେ ୧୯୯୯ରେ ତୁର୍କୀରେ ହୋଇଥିବା ଭୂକମ୍ପରେ ୧୮ ହଜାର ଲୋକଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri