ଲଘୁଚାପ ଓ ପ୍ରବଳ ବର୍ଷା ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା

ଭୁବନେଶ୍ୱର, ୨।୮(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଗଜପତି, ଗଞ୍ଜାମ, କଳାହାଣ୍ଡି, ଜଗତ୍‌ସିଂହପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ପୁରୀ ଏବଂ ରାୟଗଡ଼ାରେ ଘଡ଼ଘଡି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭବନା ରହିଛି। ଏଥିସହ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଲଘୁଚାପ ଯୋଗୁ ୩ ତାରିଖ ରାତିରୁ ବର୍ଷା ଆରମ୍ଭ ହେବ। ୪ ଓ ୫ ତାରିଖରେ ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅଗଷ୍ଟ ୬ ତାରିଖ ଯାଏ ବର୍ଷା ଲାଗିରହିବ। ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୪ ତାରିଖରୁ ୬ ତାରିଖ ଯାଏ ସମୁଦ୍ରକୁ ନ ଯିବାଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଲଘୁଚାପ ଯୋଗୁ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଜିଲାରେ ଥିବା ନଦୀଗୁଡ଼ିକ ଫୁଲିବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri