ଲଘୁଚାପ ଗଭୀର ଅବପାତରେ ପରିଣତ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ୟଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଝଡ଼ର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ପ୍ରଥମେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ପରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଓ ବାଂଲାଦେଶ ଆଡ଼େ ମୁହାଁଇବ ବୋଲି କୁହାଯାଉଛି। ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ ଏହା ବର୍ତ୍ତମାନ ପାରାଦୀପ ଠାରୁ ୮୨୦ କିଲୋମିଟର ଦୂରରେ ରହିଛି। ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ଏହା ଗତି କରୁଛି। ଓଡ଼ିଶା ଉପରେ ବାତ୍ୟାର ବିଶେଷ ପ୍ରଭାବ ରହିବ ନାହିଁ। ୯ ଏବଂ ୧୦ ତାରିଖରେ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ଥିବାବେଳେ ୪୦ରୁ ୫୦ କିମି ବେଗରେ ପବନ ବହିବ। ତେଣୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ କୁହାଯାଇଛି। ବିଶେଷ କରି ଉତ୍ତର ଓଡ଼ିଶାରେ ସ୍ବଳ୍ପ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri