ଲଘୁଚାପଜନିତ ବର୍ଷା ଉଜାଡିଲା ଧାନଚାଷ

ବାହାନଗା, ୨୭ା୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଚଳରେ ଲଗାଣ ଲଘୁଚାପଜନିତ ବର୍ଷାରେ ବିଲଗୁଡିକ ଜଳମଗ୍ନ ହୋଇଥିବାରୁ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଲୋକମାନେ ନୟନଯୋରିକୁ ପୋତି ଦେଇଥିବାରୁ ବିଲଗୁଡିକରୁ ଜଳ ନିଷ୍କାସନ ହୋଇ ନ ପାରି ଚାଷ ଜମିରେ ଲହଡି ମାରୁଛି। ଫଳରେ ଧାନବିଲ ଜଳମଗ୍ନ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri