Posted inଖେଳ

ଲଟସେଙ୍କୋ ୬ଷ୍ଠ ଷ୍ଟେଜ୍‌ ବିଜେତା

ପ୍ୟାରିସ, ୪ା୯: ଅଷ୍ଟାନା ରାଇଡର ଆଲେକ୍ସି ଲଟ୍‌ସେଙ୍କୋ ତାଙ୍କ କ୍ୟାରିୟରର ସବୁଠାରୁ ବଡ଼ ସଫଳତା ହାସଲ କରିଛନ୍ତି। କାଜାଖସ୍ତାନର ଏହି ସାଇକ୍ଲିଷ୍ଟ ଟୁର୍‌ ଡି’ ଫ୍ରାନ୍ସ ସାଇକେଲ ରେସ୍‌ର ୬ଷ୍ଠ ଷ୍ଟେଜ୍‌ରେ ବିଜୟ ହାସଲ କରିଛନ୍ତି। ଅନ୍ୟପକ୍ଷରେ ବ୍ରିଟେନ୍‌ର ଆଡାମ୍‌ ୟେଟ୍ସ ଲିଡର ଭାବେ ୟଲୋ ଜର୍ସି ବଜାୟ ରଖିଛନ୍ତି। ୧୯୧ କିଲୋମିଟର ଦୂରତା ବିଶିଷ୍ଟ ଏହି ରେସ୍‌ ମଣ୍ଟ ଏଗୋଲଠାରେ ଶେଷ ହୋଇଥିଲା। ଅନ୍ତିମ ୧୭ କିଲୋମିଟରରେ ପ୍ରତିଯୋଗିମାନଙ୍କ ଲାଗି କଷ୍ଟକର ଥିଲା। ବୁଧବାର ବିଶୃଙ୍ଖଳା ପାଇଁ ଜୁଲିଆନ ଅଲାଫିଲିପ୍‌ଙ୍କୁ ୨୦ ସେକେଣ୍ଡ ଜରିମାନା ହୋଇଥିଲା। କିଫିଡିସ୍‌ ଟିମ୍‌ ତଥା ସ୍ପେନର ଜେସସ୍‌ ହେରାଡା ଏହି ଷ୍ଟେଜ୍‌ରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବାବେଳେ ବେଲଜିୟମ ତଥା ସିସିସି ଟିମ୍‌ର ଗେଗ୍‌ ଭାନ ଆଭରମେଟ୍‌ ତୃତୀୟ ହୋଇଥିଲେ। ୟଲୋ ଜର୍ସି ବିଜେତା ଆଡାମ ୟେଟ୍ସ କିନ୍ତୁ ୧୦ମ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କୁ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri