Posted inଜାତୀୟ

ଲଦାଖ ହେଲା କେନ୍ଦ୍ରଶାସିତ ଅଞ୍ଚଳ: ରାଧାକୃଷ୍ଣ ମାଥୁର ପ୍ରଥମ ଉପରାଜ୍ୟପାଳ

ଶ୍ରୀନଗର,୩୧।୧୦: ଲଦାଖ ଗୁରୁବାରଠାରୁ କେନ୍ଦ୍ରଶାସିତ ଅଞ୍ଚଳ ଭାବେ କାର୍ଯ୍ୟ ଆରମ୍ଭ କରିଛି। ଏହାର ପ୍ରଥମ ଉପରାଜ୍ୟପାଳ ଭାବେ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ରାଧାକୃଷ୍ଣ ମାଥୁର ଶପଥ ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆଇଏଏସ୍‌ ଅଫିସର ଉମଙ୍ଗ ନରୁଲାଙ୍କୁ ଉପରାଜ୍ୟପାଳଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ କରାଯାଇଛି। ସେହିପରି ଆଇପିଏସ୍‌ ଅଫିସର ଏସ୍‌. ଏସ୍‌. ଖଣ୍ଡାରେଙ୍କୁ ଲଦାଖ ପୋଲିସ ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri