ଲଦାଖରେ ଚୀନ ଯବାନଙ୍କ ସହ ସଂଘର୍ଷବେଳେ ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ବୁଗୁଡ଼ା,୧୭ା୬(ଡି.ଏନ.ଏ.)- ଲଦାଖ ଗଲଓ୍ବାନ୍‌ ଘାଟିରେ ସୋମବାର ଚୀନ-ଭାରତ ସେନା ମୁହଁାମୁହିଁ ହୋଇଥିଲେ। ଭାରତୀୟ ଯବାନ ଚୀନର ୪୩ ଜଣ ଯବାନଙ୍କୁ ମାରିଥିଲେ। ବୀରତ୍ୱର ସହ ଲଢ଼େଇ କରି ଜଣେ କର୍ନଲଙ୍କ ସହ ୨୦ ଭାରତୀୟ ଯବାନ ଶହୀଦ ହୋଇଥିଲେ। ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ବୁଧବାର ବୁଗୁଡ଼ା ଓକିଲ ସଂଘ ତରଫରୁ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ସଂଘର ଅସ୍ଥାୟୀ ସଭାପତି ମିହିରକାନ୍ତ ପାଣିଗ୍ରାହୀ ଅଧ୍ୟକ୍ଷତା କରିଥିଲେ। ଲକ୍‌ଡାଉନ ନିୟମ ମାନି ବୀର ଶହୀଦ ଯବାନମାନଙ୍କୁ ଓକିଲମାନେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଦେଇଥିଲେ।
ସଭାରେ ବିଭୁଦତ୍ତ ନାୟକ, ପ୍ରଭାତ କୁମାର ଜେନା, ହର ପ୍ରସାଦ ଦାଶ, ମାନସ କୁମାର ଦାଶ, ଲୋକନାଥ ବେହେରା, ଅନିଲ ପଟ୍ଟନାୟକ ପ୍ରମୁଖ ବହୁ ଓକିଲ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଟଳିଲା ହର୍ମୁଜ ସଙ୍କଟ, ଏପଟେ ଭାରତ ଉପରକୁ ମାଡିଆସିଲା ନୂଆ ବିପର୍ଯ୍ୟୟ, ବିପଦରେ ପଡିବେ ୪୦ କୋଟି ଲୋକ!

ନୂଆଦିଲ୍ଲୀ,୮।୪: ହର୍ମୁଜ ପ୍ରଣାଳୀ ସଙ୍କଟ ଏବେ ଟଳିଯାଇଛି। ଇରାନ-ଆମେରିକା ଯୁଦ୍ଧବିରତି ଘୋଷଣା ବିଶ୍ୱର ତୈଳ ଏବଂ ଗ୍ୟାସ ଯୋଗାଣରେ ଆଶ୍ୱସ୍ତି ଆଣିବ ବୋଲି ଆଶା କରାଯାଉଛି। ଏହି…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri